Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଉ କିଛି ଦିନ ପରେ ସାଜିଥାନ୍ତେ ବରଗଡ଼ ଧନୁଯାତ୍ରାର ବଳରାମ, ତା ଆଗରୁ ଦୁନିଆ ଛାଡ଼ି ଚାଲିଗଲେ ଶ୍ରେୟସ
  • ||
  • ଜାଡ଼ରେ ଥରୁଛି କନ୍ଧମାଳ: ଫୁଲବାଣୀରେ ୬.୬ ଡିଗ୍ରୀ, ଦାରିଙ୍ଗବାଡିରେ ୮.୫ ଡିଗ୍ରୀ ସେଲସିୟସ
  • ||
  • ମହିଳା ପ୍ରଦର୍ଶନକାରୀଙ୍କ ସ୍ତନ ଏବଂ ଗୁପ୍ତାଙ୍ଗକୁ ଗୁଳି କରୁଛନ୍ତି ଇରାନୀ ସେନା, ଖୁଲାସା କଲେ ଡାକ୍ତର
  • ||
  • ସିନ୍ଧେକେଲା ଥାନା ଆଇଆଇସି ଗିରଫ, ୨୫ ହଜାର ଲାଞ୍ଚ ନେଉଥିବା ବେଳେ ଧରିଥିଲା ଭିଜିଲାନ୍ସ
  • ||
  • ଧର୍ମଗଡ: ଭାରସାମ୍ୟ ହରାଇ ଗଛରେ ପିଟିଲା ମିନିଟ୍ରକ, ଦୁର୍ଘଟଣାରେ ଜଣେ ମୃତ
  • ||
  • ଜାଡ଼ରେ ଥରୁଛି ରାଜ୍ୟ, କୋରାପୁଟରେ ତଳକୁ ଖସିଲା ପାରଦ
  • ||
  • ମୋହନା: ଗୋଷ୍ଠୀ କେନ୍ଦ୍ର ପଛପଟେ ପଡ଼ିଛି କୁଢ଼ କୁଢ଼ ଔଷଧ, ବୈଧତା ଥାଇ ବି ଫୋପାଡିଦେଲେ
  • ||
  • ପାଟଣା ରେଞ୍ଜରେ ଘୁରି ବୁଲୁଛନ୍ତି ହାତୀପଲ, ଧାନ ଫସଲ ନଷ୍ଟ ସହ ଖାଇଗଲେ ଶହ ଶହ ଧାନ ବିଡା
  • ||
  • ନିଶ୍ଚିତକୋଇଲି: ବିଳମ୍ବିତ ରାତିରେ ମାତିଲେ ଡକାୟତ, ଚୋରି କରିବାକୁ ଆସି ନେଇଗଲେ ଜୀବନ
  • ||

ବଡ଼ସୁଆଁଳ ନିକଟରେ ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ

3/07/2022 at 4:40 PM

କାମାକ୍ଷାନଗର, ୦୩।୦୭:  ଅଜଣା ଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ l ମୃତ ଯୁବକ ଜଣକ ହେଲେ କାମାକ୍ଷାନଗର ଥାନା ବଡ଼ସୁଆଁଳ ଗ୍ରାମର ଦୀପ୍ତି ରଞ୍ଜନ ସାହୁ l ସେ କାମାକ୍ଷାନଗରରୁ ବଡ଼ସୁଆଁଳ ଯଉଥିବା ସମୟରେ ବଡ଼ସୁଆଁଳ ନିକଟରେ ଏହି ଦୁର୍ଘଟଣା ହୋଇଥିଲା l ଏଥିରେ ତାଙ୍କର ମୃତ୍ୟୁ ହୋଇଛି ।

   Related Posts