oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫାଷ୍ଟଫୁଡ୍ ଦୋକାନରୁ ମାଲିକଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ କଲା ପୋଲିସ୍‌
  • ||
  • ରାୟଗଡ଼ା : ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍ ପଜିଟିଭ୍
  • ||
  • ମେକ୍ସିକୋ ଧୁଆଁଧାର ଫାୟାରିଂ: ୭ ପୋଲିସ କର୍ମଚାରୀ, ମେୟରଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ
  • ||
  • ଜଲପାଇଗୁଡ଼ିରେ ଦୁର୍ଗା ଭସାଣି ବେଳେ ଫ୍ଲାସ ଫ୍ଲଡ୍, ବନ୍ୟାରେ ଭାସି ୭ ମୃତ
  • ||

ବରଗଡ଼ ଭେଡେନ୍ ଥାନା ପୋଲିସ ବିରୋଧରେ ଗଣଦୁଷ୍କର୍ମ ଓ ହତ୍ୟା ଅଭିଯୋଗ

21/06/2018 at 11:49 PM

ବରଗଡ଼ ଭେଡେନ ଥାନା ପୋଲିସ ବିରୋଧରେ ଗଣବଳାତ୍କାର ଓ ହତ୍ୟା ଅଭିଯୋଗ । ୨୦୧୬ରେ ୩ଜଣ ମହିଳାଙ୍କୁ ଗଣଦୁଷ୍କର୍ମ କରିଥିଲେ ପୋଲିସ। ୩ଜଣ ମହିଳା ହେଲେ ବରଗଡ଼ ଭେଡେନ୍ ରୂପାପାଲି ଗାଁର। ଦୁଇ ଜଣଙ୍କୁ ଦୁଷ୍କର୍ମ ପରେ ହତ୍ୟା କରିଥିଲେ ଦୁର୍ବୃତ୍ତ। ୮ ଦିନ ଧରି ଗଣଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ। ନ୍ୟାୟ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ପରିବାର।

   Related Posts