ବଲାଙ୍ଗୀର ଛାତ୍ର କଂଗ୍ରେସ ସଭାପତି ସୁଶାନ୍ତ ମିଶ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
10/05/2018 at 4:54 PM

ବଲାଙ୍ଗୀର ଛାତ୍ର କଂଗ୍ରେସ ସଭାପତି ସୁଶାନ୍ତ ମିଶ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ବୀରମୁଣ୍ଡାସ୍ଥିତ ବାସଭବନରୁ ମୃତଦେହ ଉଦ୍ଧାର କରିଛି ପୋଲିସ । ମୃତ୍ୟୁର କାରଣ ଅସ୍ପଷ୍ଟ, ଆତ୍ମହତ୍ୟା ସନ୍ଦେହ। ଘଟଣାସ୍ଥଲରେ ପହଞ୍ଚି ସଦର ଥାନା ପୋଲିସର ତଦନ୍ତ ଜାରି ରଖିଛି ।