ରାଜ୍ୟ ସରକାରୀ କର୍ମଚାରୀଙ୍କୁ ନୂଆବର୍ଷ ଭେଟି, ୫ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା

NEWS7
ବାଲେଶ୍ୱର-କଳାମାଟିଆରେ-ପୋଲ

ଭୁବନେଶ୍ବର: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି। ବଢ଼ାଇଲେ ମହଙ୍ଗା ଭତ୍ତା। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମହଙ୍ଗା ଭତ୍ତାରେ ୫ ବୃଦ୍ଧି କରିଛନ୍ତି। ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୬୦ ପ୍ରତିଶତକୁ ବୃଦ୍ଧି ପାଇଛି। ଷଷ୍ଠ କେନ୍ଦ୍ରୀୟ ବେତନ କମିଶନ ସ୍କେଲ ପେ ଆଧାରରେ ଏହି ବୃଦ୍ଧି କରାଯାଇଥିବାବେଳେ, ଏହା ପିଛିଲା ଭାବେ ଜୁଲାଇ ପହିଲାରୁ ଲାଗୁ ହେବ। ଏନେଇ ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Story Updating...