Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଭୁବନେଶ୍ବର : ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦ ପଛରେ ରହିଛି ସୁଚିନ୍ତିତ ଷଡ଼ଯନ୍ତ୍ର : ନରସିଂହ ମିଶ୍ର
  • ||
  • ରାହୁଲଙ୍କ ସଦସ୍ୟତା ରଦ୍ଦ ପ୍ରସଙ୍ଗରେ କଳା ଡ୍ରେସ୍ ପିନ୍ଧି କଂଗ୍ରେସ ସଦସ୍ୟଙ୍କ ହଟ୍ଟଗୋଳ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ
  • ||
  • ଆଉ ୧୦ ଜିଲ୍ଲାରେ ଭର୍ଚୁଆଲ୍‌ ହାଇକୋର୍ଟ, ଘୋଷଣା କଲେ ହାଇକୋର୍ଟ ମୁଖ୍ୟ ବିଚାରପତି
  • ||
  • ଭୁବନେଶ୍ୱର : ୧୩ ଜିଲ୍ଲାରେ ବର୍ଷିବ, ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ରାଉରକେଲାରେ ହାଇଓ୍ୱାକୁ ପିଟିଲା ବସ୍‌ : ୨ ମୃତ, ୨୫ ଆହତ
  • ||

ଭିଜିଲାନ୍ସ ଜାଲରେ ପ୍ରଧାନଶିକ୍ଷକ

22/05/2018 at 5:06 AM

ଭିଜିଲାନ୍ସ ଜାଲରେ ପ୍ରଧାନଶିକ୍ଷକ । ବୀରମିତ୍ରପୁର ଜଲଙ୍ଗଜିରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ରାମଲାଲ ତନ୍ତିଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ବୀରମିତ୍ରପୁର ସ୍ଥିତ ବାସଭବନ ସହ ତାଙ୍କ ମାର୍କେଟ କମ୍ପେକ୍ସରେ ରେଡ୍ କରୁଛି ସମ୍ବଲପୁର ଭିଜିଲାନ୍ସ ଟିମ୍ । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଚଢାଉ ଜାରି ରହିଛି ।

Leave a Reply

   Related Posts