ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୌଦ୍ଧ: ନାଳରୁ ବ୍ୟାଙ୍କ୍ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ପାଖରେ ପଡିଛି ବାଇକ ଓ ମଦବୋତଲ
  • ||
  • ଭୁବନେଶ୍ୱର: ବରିଷ୍ଠ ଅଭିନେତ୍ରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
  • ||
  • ଭଦ୍ରକ: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା, ୨ ଗୋ-ମାତା ଜୀବନ୍ତ ଦଗ୍ଧ
  • ||
  • କଟକ: ବରିଷ୍ଠ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ, ୮୨ ବର୍ଷ ବୟସରେ ଦେହାନ୍ତ
  • ||

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨ ମୃତ; ଜଣେ ଗୁରୁତର

12/08/2022 at 5:15 PM

ବୌଦ୍ଧ ୧୧/୦୮: ବୌଦ୍ଧ ଅନ୍ତର୍ଗତ ଖୁଣ୍ଟବନ୍ଧ ଛକ ପାଖରେ ଏକ ସଡ଼କ ଦୁର୍ଘଟଣା ହୋଇଛି। ଦୁଇ ବାଇକ୍ ପରସ୍ପରକୁ ଧକ୍କା ଦେଇଛନ୍ତି। ଫଳରେ ଘଟଣା ସ୍ଥଳରେ ଦୁଇଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ଏହି ଦୁର୍ଘଟଣାରେ ସ୍ତ୍ରୀ ସାମ୍ନାରେ ସ୍ୱାମୀଙ୍କର ମୃତ୍ୟୁ ହୋଇଛି।  

   Related Posts