LIFESTYLE
suno sunao
Aao Nxt
LIFESTYLE_728X90
suno sunao
AAo728x90 (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ଯୁକ୍ତ ଦୁଇ ପରୀକ୍ଷାର୍ଥୀଙ୍କ ସନ୍ଦେହ ଜନକ ମୃତ୍ୟୁ

19/05/2018 at 9:05 PM

ଆଜି ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଫରୀକ୍ଷା ଫଳ ପ୍ରକାଶିତ ପୂର୍ବରୁ ପରୀକ୍ଷାର୍ଥୀଙ୍କ ସନ୍ଦେହ ଜନକ ମୃତ୍ୟୁ ହୋଇଥିଲା। ମୃତକ ଜଣକ ହେଲେ ବ୍ରହ୍ମପୁର ଗାୟତ୍ରୀ ନଗରର ରାଜେଶ ପଣ୍ଡା। ମୃତ ପରୀକ୍ଷାର୍ଥୀ ଦ୍ବିତୀୟ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଥିବା ଜଣାପଡିଛି। ତେବେ ମୃତ୍ୟୁକୁ ନେଇ ଏବେ ସନ୍ଦେହ ଘନୀଭୂତ ହୋଇଛି।

Leave a Reply

   Related Posts