Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ରାହୁଲ ଗାନ୍ଧୀଙ୍କୁ ଅଯୋଗ୍ୟ ଘୋଷଣା କରିବା ପ୍ରତିବାଦରେ ବିକ୍ଷୋଭ କରୁଥିଲେ କଂଗ୍ରେସ ନେତା; ଉଠାଇନେଲା ଦିଲ୍ଲୀ ପୁଲିସ
  • ||
  • ଭାରତରେ ସମସ୍ତ ଇଞ୍ଜିନିୟରିଂ ଟିମ୍‌କୁ ଛଟେଇ କଲା GitHub; ୧୪୦ ଇଞ୍ଜିନିୟର ହେବେ ପ୍ରଭାବିତ
  • ||
  • ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ସୂଚନା; ୟୁକ୍ରେନ୍ ଫେରନ୍ତା ଡାକ୍ତରୀ ଛାତ୍ରଙ୍କୁ MBBS ପରୀକ୍ଷା ପାସ୍ କରିବାକୁ ମିଳିବ ଥରେ ସୁଯୋଗ, ଦୁଇ ବର୍ଷ ଇଣ୍ଟର୍ଣ୍ଣସିପ୍ ବାଧ୍ୟତାମୁଳକ
  • ||
  • ଭଦ୍ରକ: ଶ୍ରୀରାମନବମି ପାଇଁ ମହିଳା ଶ୍ରଦ୍ଧାଳୁଙ୍କ ବିଶାଳ କଳଶ ଶୋଭାଯାତ୍ରା
  • ||
  • ପାଟଣା: ଅଟେଇ ସଂରକ୍ଷିତ ଜଙ୍ଗଲରୁ ଧରାପଡ଼ିଲେ ଧନୁତୀରଧାରୀ ୯ ଶୀକାରି
  • ||
  • ମେକ୍ସିକୋରେ ପ୍ରବାସୀ ଥଇଥାନ କେନ୍ଦ୍ରରେ ଭୟଙ୍କର ଅଗ୍ନିକାଣ୍ଡ; ୩୯ ମୃତ, ଏକାଧିକ ଆହତ
  • ||
  • ସୁନ୍ଦରଗଡ : ଆୟକର ଫାଙ୍କିବା ଅଭିଯୋଗ, ସୁନ୍ଦରଗଡ ସହରର ବିଭିନ୍ନ ସ୍ଥାନରେ ଚଢାଉ
  • ||
  • ବାଲେଶ୍ବର : ଅନ୍ବେଷା ଇନ୍ ଚିଟ୍ ଫଣ୍ଡ ମାମଲା : ଡାଇରେକ୍ଟରଙ୍କୁ ୫ବର୍ଷ ଓ ଅନ୍ୟ ୨ଜଣଙ୍କୁ ୩ ବର୍ଷ ଜେଲ୍ ଦଣ୍ଡ
  • ||
  • ବଢ଼ିଲା ପାନ୍‌-ଆଧାର ଲିଙ୍କ ଅବଧି, ଏତିକି ସମୟ ଦେଲେ କେନ୍ଦ୍ର ସରକାର
  • ||
  • ଆନନ୍ଦପୁର: ଟଙ୍କା ନେଣଦେଣକୁ ନେଇ ମହିଳାଙ୍କୁ ସଂଘବଦ୍ଧ ଆକ୍ରମଣ
  • ||

ଯୁବବର୍ଗଙ୍କୁ ଟାର୍ଗେଟ କରିଛନ୍ତି ଉଭୟ ବିଜେପି ଓ ବିଜେଡି

2/05/2018 at 12:04 AM

ପ୍ରଧାନମନ୍ତ୍ରୀ ମୋଦିଙ୍କର ଯୁବକ ଯୁବତୀ ମାନଙ୍କୁ ସ୍ବଛଭାରତ ଗ୍ରୀଷ୍ମ ଇଣ୍ଟର୍ଣସିପ୍ କାର୍ଯ୍ୟକ୍ରମରେ ସାମିଲ ପାଇଂ ଆହ୍ବାନ । ଟାର୍ଗେଟ ସ୍ବଛଭାରତ କାର୍ଯ୍ୟକ୍ରମ ମାଧ୍ୟମରେ ଯୁବକଙ୍କୁ ବିଜେପି ଆଡକୁ ଆକର୍ଷିତ କରିବା । ସେପଟେ ବିଜେଡିର ବିଜୁ ଯୁବ ବାହିନି ଗଠନ ସରିଛି । ଲୋକଙ୍କୁ ସେବା ଯୋଗାଇବାକୁ ସରକାରୀ ଅର୍ଥରେ ସ୍ବଛାସେବୀ ନିଯୁକ୍ତି କରୁଛନ୍ତି ରାଜ୍ୟ ସରକାର । ଲାଗୁଛି ଆଗକୁ ବିଜେଡି-ବିଜେପିର ଟାର୍ଗେଟରେ ରହିବେ ଯୁବ ବର୍ଗ । ଯାହାକୁ ନେଇ ବି ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି । ବୟାନବାଜି କି କିଛି କମ୍ ହୋଇନି ।

Leave a Reply

   Related Posts