suno sunao
suno sunao
suno sunao
suno sunao
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ବାଙ୍କୀ : ପଶ୍ଚିମା ଝଡ ପ୍ରଭାବ : ଭୁଶୁଡ଼ିଲା ବାଙ୍କୀ ସ୍ଵୟଂ ଶାସିତ ମହାବିଦ୍ୟାଳୟର ନବନିର୍ମିତ ଦର୍ଶକ ଗ୍ୟାଲେରୀ
  • ||
  • ଭୁବନେଶ୍ବର : ମେଟ୍ରୋ ଟ୍ରେନ୍ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ପ୍ରଥମ ପର୍ଯ୍ୟାୟରେ ଏୟାରପୋର୍ଟରୁ ତ୍ରିଶୁଳିଆକୁ ଗଡିବ
  • ||
  • ଭୁବନେଶ୍ବର : ଉତ୍କଳ ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ
  • ||
  • ପୁରୀ : ପୁରୀରେ ଦୁର୍ବୃତ୍ତଙ୍କ ଆତଙ୍କରାଜ : ବାଇକ୍‌ରେ ନିଆଁ ଲଗାଇଦେଲେ
  • ||
  • ବାଲିପାଟଣା : ‘ମୋ ପରିବାରର ମୋତେ ମାରିବାକୁ ଚେଷ୍ଟା କରୁଛନ୍ତି…’ ଏମିତି କିଛି ଭିଡିଓରେ କହି ଆତ୍ମହତ୍ୟା କଲେ ଯୁବକ !
  • ||
  • ୮୮ ତମ ପ୍ରତିଷ୍ଠା ଦିବସ ପାଳନ କରୁଛି ଓଡ଼ିଶା, ୧୯୩୬ରେ ଗଠନ ହୋଇଥିଲା ପ୍ରଥମ ଭାଷା ଭିତିକ ରାଜ୍ୟ
  • ||
  • ସୋର : ଦୁଇ ଦୁର୍ଘଟଣାରେ ୩ ଜଣ ଆହତ, ଉତ୍ତ୍ୟକ୍ତଲୋକଙ୍କ ରାସ୍ତାରୋକ
  • ||
  • କରଞ୍ଜିଆ : ଜଙ୍ଗଲରୁ ଗାଁକୁ ଚାଲିଆସିଥିଲା ହରିଣ, ଝୁଣି ମାରିଦେଲେ କୁକୁର ପଲ
  • ||
  • ବଲାଙ୍ଗୀର : ବଲାଙ୍ଗିର ଜାଲ୍ ସାର୍ଟିଫିକେଟ୍ ମାମଲାର ତଦନ୍ତ ଭାର ନେଲା କ୍ରାଇମବ୍ରାଞ୍ଚ, ଗଠନ ହେଲା ୨ଟି ଟିମ୍
  • ||
  • ପଶ୍ଚିମାଝଡର ପ୍ରଭାବ: ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ଅସରାଏ ବର୍ଷାରେ ଭିଜିଲା ଟ୍ୱିନସିଟି
  • ||

ରଙ୍ଗର ପର୍ବ ହୋଲି ଅବସରରେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ଦେଲେ ଶୁଭେଚ୍ଛା ବାର୍ତ୍ତା

8/03/2023 at 9:20 AM

ଭୁବନେଶ୍ୱର ୦୮/୦୩: ଆଜି ରଙ୍ଗର ପର୍ବର ହୋଲି । ଘରେ ଘରେ ଲାଗିଛି ଉତ୍ସବର ମାହୋଲ । ଏପରିକି ରଙ୍ଗରେ ରଙ୍ଗୀନ ହୋଇ ହୋଲି ପାଳୁଛନ୍ତି ରାଜ୍ୟବାସୀ । ତେବେ ହୋଲି ଅବସରରେ ଦେଶବାସୀ ଓ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ପ୍ରଧାନମନ୍ତ୍ରୀ କହିଛନ୍ତି ହୋଲି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା । ଏହି ରଙ୍ଗର ପର୍ବ ସମସ୍ତଙ୍କ ଜୀବନରେ ଆନନ୍ଦ ଭରିଦେଉ ଏହାହିଁ ମୋର କାମନା ।

ସେହିଭଳି ରାଜ୍ୟବାସୀଙ୍କୁ ହୋଲି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି ରଙ୍ଗ ଓ ଆନନ୍ଦର ପବିତ୍ର ପର୍ବ ହୋଲି ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ । ରାଧାଗୋବିନ୍ଦଙ୍କ ଅପାର କରୁଣାରୁ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧିରେ ଭରିଯାଉ ଏହାହିଁ ରାଧାମାଧବଙ୍କ ନିକଟରେ ଗୁହାରୀ ।

   Related Posts