ରାଜ୍ୟରେ କମିବ ତାତି
10/05/2018 at 10:05 PM

ରାଜ୍ୟରେ କମିବ ତାତି । ଓ୍ୱେଷ୍ଟ ବେଙ୍ଗଲ ଓ ତାର ଆଖପାଖ ଅଞ୍ଚଳରେ ଘୃର୍ଣ୍ଣିବଳୟ ସୃଷ୍ଟି ହୋଇଛି । ସେହିପରି ପୂର୍ବ ବିହାରରୁ ଓଡ଼ିଶା ଯାଏଁ ଆଭ୍ୟନ୍ତରିଣ ଏକ ଟ୍ରପ ଲାଇନ ସୃଷ୍ଟି ହୋଇଛି । ତା’ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ରାଜ୍ୟର ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବ ବୋଲି ପୁର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।
Related Posts
ଗୃହରେ ସ୍ପଷ୍ଟ କଲେ ନବୀନ, କହିଲେ- ଶ୍ରଦ୍ଧା ମୋର ଫିଜିଓ ଥେରାପିଷ୍ଟ
3 October 2023