vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ, ମୋଟ୍ ପାସ୍ ହାର ୯୦.୫୫ ପ୍ରତିଶତ
  • ||
  • ରାଉରକେଲା : ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୧ କୋଭିଡ୍ ପଜିଟିଭ୍
  • ||
  • ଘରୋଇ ଗ୍ୟାସ୍ ସିଲିଣ୍ଡର ହେଲା ମହଙ୍ଗା, ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା
  • ||
  • ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ଭୁବନେଶ୍ୱର : ରଶ୍ମିରେଖାଙ୍କ ପୁରୁଷବନ୍ଧୁଙ୍କ ଆତ୍ମହତ୍ୟା, ରାଉରକେଲାରୁ ମିଳିଲା ଝୁଲନ୍ତା ମୃତଦେହ
  • ||

ରାଜ୍ୟରେ କମିବ ତାତି

10/05/2018 at 10:05 PM

ରାଜ୍ୟରେ କମିବ ତାତି । ଓ୍ୱେଷ୍ଟ ବେଙ୍ଗଲ ଓ ତାର ଆଖପାଖ ଅଞ୍ଚଳରେ ଘୃର୍ଣ୍ଣିବଳୟ ସୃଷ୍ଟି ହୋଇଛି । ସେହିପରି ପୂର୍ବ ବିହାରରୁ ଓଡ଼ିଶା ଯାଏଁ ଆଭ୍ୟନ୍ତରିଣ ଏକ ଟ୍ରପ ଲାଇନ ସୃଷ୍ଟି ହୋଇଛି । ତା’ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ରାଜ୍ୟର ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବ ବୋଲି ପୁର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

Leave a Reply

   Related Posts