oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ ଜେଲରେ ପୁଣି ଜଣେ କଏଦୀର ଆତ୍ମହତ୍ୟା
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୮୦ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ IDCO ସହକାରୀ ନିର୍ଦ୍ଦେଶକ, ଏକାସାଙ୍ଗେ ୭ଟି ସ୍ଥାନରେ ଚାଲିଛି ଚଢାଉ
  • ||
  • ମୁମ୍ବାଇ : ଏକତା କପୁରଙ୍କ ବଢିଲା ଅଡୁଆ, ଗିରଫ ୱାରେଣ୍ଟ ଜାରି କଲେ ବିହାର କୋର୍ଟ
  • ||
  • ଭୁବନେଶ୍ୱର : ଗୁରୁବାରଠୁ ରାଜ୍ୟରେ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବ୍ରହ୍ମପୁର ପାତ୍ରପୁର ବ୍ଲକ ଆକାଉଣ୍ଟ୍ ମ୍ୟାନେଜର

5/06/2018 at 10:15 PM

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ପାତ୍ରପୁର ବ୍ଳକ୍ ଆକାଉଣ୍ଟ୍ ମ୍ୟାନେଜର । ଆକାଉଣ୍ଟ୍ ମ୍ୟାନେଜର ଜଗନ୍ନାଥ ପାଣି। ୩୫୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ। ଗାଡି ଭଡା ଫାଇଲ ମଞ୍ଜୁର ପାଇଁ କ୍ଷୀରମଣି ନାୟକଙ୍କଠାରୁ ନେଉଥିଲେ ଲାଞ୍ଚ। ସୂଚନା ଦେଲେ ବ୍ରହ୍ମପୁର ଭିଜିଲାନ୍ସ ଏସ୍ ପି ମାୟାଧର ସ୍ବାଇଁ।

Leave a Reply

   Related Posts