oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋହନା: ଲଗାଣ ବର୍ଷାରେ ଭୁଶୁଡ଼ିଲା କାନ୍ଥ, ଅଳ୍ପକେ ବର୍ତ୍ତିଲେ ପରିବାରର ୪ ସଦସ୍ୟ
  • ||
  • କେନ୍ଦ୍ର ଉପରେ ବର୍ଷିଲେ ସତ୍ୟପାଲ ମଲିକ୍, କହିଲେ ମୁଁ ଏବେ ସ୍ୱାଧୀନ
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୩ କୋଭିଡ୍ ପଜିଟିଭ୍
  • ||
  • ମୁମ୍ୱାଇ: ଜଣାଶୁଣା ଅଭିନେତା ଅରୁଣ ବାଲୀଙ୍କ ନିଧନ, ୭୯ ବର୍ଷ ବୟସରେ ପରଲୋକ
  • ||
  • ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା, ଆସୁଛି ଘୁର୍ଣ୍ଣିବଳୟ
  • ||
  • ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ଶୁକ୍ରବାରଠୁ ନାମାଙ୍କନ ଦାଖଲ, ୧୫ରେ ଯାଞ୍ଚ
  • ||
  • ଚାନ୍ଦବାଲୀ: ପଦ୍ମାବତୀ ଟ୍ରଲରରେ ଅଗ୍ନିକାଣ୍ଡ ଘଟଣା, ୧୦ ଘଣ୍ଟା ପରେ ଉଦ୍ଧାର ହେଲେ ୧୦ ଧୀବର
  • ||

ହରତାଳକୁ ପ୍ରଭାବହୀନ କରିବାକୁ ବିଜେଡିର ଚକ୍ରାନ୍ତ, ମମିତାକୁ ନ୍ୟାୟ ନମିଳିବା ଯାଏଁ ଚାଲିବ ଆନ୍ଦୋଳନ : ଜୟଦେବ ଜେନା

12/11/2021 at 10:15 AM

ଭୁବନେଶ୍ବର ୧୨।୧୧: କଂଗ୍ରେସର ୬ ଘଣ୍ଟିଆ ହରତାଳ ନେଇ ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ନେତା ଜୟଦେବ ଜେନା । ସେ କହିଛନ୍ତି, ଆଜିର ଆନ୍ଦୋଳନର ପ୍ରଭାବ ପଡିଛି । ଲୋକମାନେ ସମର୍ଥନ କରିଛନ୍ତି । ମନ୍ତ୍ରୀଙ୍କୁ ଗିରଫ ନ କରିବା ଯାଏଁ ଆନ୍ଦୋଳନ ଚାଲିବ ବୋଲି ଜୟଦେବ ଜେନା କହିଛନ୍ତି ।

ମାଷ୍ଟର କ୍ୟାଣ୍ଟିନ ଛକରେ ସୁର ରାଉତରାୟ, ଜୟଦେବ ଜେନା, ଛାତ୍ର କଂଗ୍ରେସ ସଭାପତି ୟାସିର ନାୱାଜଙ୍କ ନେତୃତ୍ବରେ କଂଗ୍ରେସ କର୍ମୀ ନାରାବାଜି କରୁଛନ୍ତି । ହାତରେ ପ୍ଲା-କାର୍ଡ, ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବିରୋଧରେ ଚାଲିଛି  ନାରାବାଜି । ଆନ୍ଦୋଳନକୁ ପ୍ରଭାବହୀନ କରିବା ପାଇଁ ବିଜେଡି ଚକ୍ରାନ୍ତ କରିଛି । କଂଗ୍ରେସକୁ ଡରୁଛି ବିଜେଡି । ମମିତାକୁ ନ୍ୟାୟ ନମିଳବା ଯାଏଁ ଆନ୍ଦୋଳନ ଚାଲିବ ବୋଲି କହିଛନ୍ତି କଂଗ୍ରେସ ନେତା ଜୟଦେବ ଜେନା ।

ସେପଟେ ଆନ୍ଦୋଳନ ପାଇଁ ସୁରକ୍ଷା ଦୃଷ୍ଟିରୁ ଭୁବନେଶ୍ବରର ବିଭିନ୍ନ ଛକରେ ପୋଲିସ ମୁତୟନ କରାଯାଇଛି ।

   Related Posts