vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ, ମୋଟ୍ ପାସ୍ ହାର ୯୦.୫୫ ପ୍ରତିଶତ
  • ||
  • ରାଉରକେଲା : ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୧ କୋଭିଡ୍ ପଜିଟିଭ୍
  • ||
  • ଘରୋଇ ଗ୍ୟାସ୍ ସିଲିଣ୍ଡର ହେଲା ମହଙ୍ଗା, ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା
  • ||
  • ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ଭୁବନେଶ୍ୱର : ରଶ୍ମିରେଖାଙ୍କ ପୁରୁଷବନ୍ଧୁଙ୍କ ଆତ୍ମହତ୍ୟା, ରାଉରକେଲାରୁ ମିଳିଲା ଝୁଲନ୍ତା ମୃତଦେହ
  • ||

ୟେଦିୟୁରପ୍ପାଙ୍କ ଇସ୍ତଫା : Special Report 01 (19.05.2018)

19/05/2018 at 7:23 PM

କର୍ଣ୍ଣାଟକରେ ବିଜେପି ସରକାର ପତ୍ତନ । ଶକ୍ତି ପରୀକ୍ଷା ପୂର୍ବରୁ ଇସ୍ତଫା ଦେଲେ ୟେଦିୟୁରପ୍ପା ।
କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ୟେଦିୟୁରପ୍ପା । ମ୍ୟାଜିକ ସଂଖ୍ୟା ଯୋଗାଡ଼ରେ ବିଫଳ ହେଲା ବିଜେପି । ବିଧାନସଭାରେ ଅଭିଭାଷଣ ପରେ ଇସ୍ତଫା ଦେଲେ ୟୋଦିୟୁରପ୍ପା । ଆସ୍ଥା ଭୋଟ ଲୋଡ଼ିଲେନି, ଇସ୍ତଫା ଘୋଷଣା କଲେ । ରାଜଭବନରେ ପହଞ୍ଚି ରାଜ୍ୟପାଳ ବାଜୁଭାଇ ବାଲାଙ୍କୁ ଦେବେ ଇସ୍ତଫା ପତ୍ର ।

Leave a Reply

   Related Posts