IAS ସ୍ତରରେ ଅଦଳବଦଳ, ମନୀଷ ଅଗ୍ରଓ୍ୱାଲଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

NEWS7
--all-schools-to-remain-closed-tomorrow-and-day-after-in-ut-chandigarh-and-border-state-fater-pakistan-attack

ଭୁବନେଶ୍ୱର ୧୨।୦୩ : IAS ସ୍ତରରେ ଅଦଳବଦଳ । ଏକାଥରକେ ଏକାଧିକ ବରିଷ୍ଠ ପ୍ରଶାସକଙ୍କୁ ଅଦଳବଦଳ କରାଯାଇଛି । ଯେଉଁଥିରେ ବରିଷ୍ଠ ପ୍ରଶାସକ ମନୀଷ ଅଗ୍ରଓ୍ୱାଲଙ୍କୁ ସମବାୟ ବିଭାଗର ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଏହାବାଦ୍ ପ୍ରଶାସକ ସ୍ମୃତିରଞ୍ଜନ ପ୍ରଧାନଙ୍କୁ ଷ୍ଟାର୍ଟ ଅଫ୍ ଓଡ଼ିଶାର ସିଇଓ ଭାବେ ଦାୟିତ୍ୱ ଦିଆଯାଇଛି । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି