ଆସନ୍ତାକାଲିର ରାଶିଫଳ, ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କତାର ସହ ଚଳିବାକୁ ପଡିବ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | July 04, 2022 IST

ମେଷ – କାମ ସୁରୁଖୁରୁରେ ସମ୍ପନ୍ନ ହେବା ସକାଶେ ବନ୍ଧୁଙ୍କ ସାହାର୍ଯ୍ୟ ନେବାକୁ ପଡିପାରେ । ସୁଯୋଗର ଉପଯୋଗ କରିବେ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି
ପାଇବ । ଆର୍ଥିକ ସହାୟତା ପାଇ କାର୍ଯ୍ୟ ହାସଲ କରିପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବୃଷ – ସଭାସମିତିରେ ସଫଳତା ହାସଲ କରିବେ, କିନ୍ତୁ ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିପାରନ୍ତି । କଷ୍ଟ ଦାୟକ କାର୍ଯ୍ୟରୁ ମୁକ୍ତ ହୋଇପାରନ୍ତି ।
ଶ୍ରମର ମୂଲ୍ୟାଙ୍କନ ହେବ । ଦ୍ରବ୍ୟ ଲାଭର ସୂଚନା ମିଳୁଛି । ପରୋପକାରୀ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଉଚାମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ମିଥୁନ - ଆତ୍ମୀୟମାନଙ୍କ ପରୋକ୍ଷ ଶତ୍ରୁତା ହେତୁ ମାନସିକ ଶାନ୍ତି ବ୍ୟାହତ ହେବାର ସୂଚନା ରହିଛି । ଆଶା କରୁଥିବା ସାହାର୍ଯ୍ୟ ମିଳିବ, ତଥାପି ଧନକ୍ଷୟର ଆଶଙ୍କା ଅଛି । ଠାକୁରଙ୍କ କାର୍ଯ୍ୟରେ ମନୋନିବେଶ କରିପାରନ୍ତି । ସୁଖ ପ୍ରାପ୍ତ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

କର୍କଟ- ଶେଷ ସମୟରେ ସୁଯୋଗ ହାତଛଡା ହୋଇପାରେ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାରେ ହେଳା କଲେ ପରେ ଅନୁତାପ କରିବାକୁ ସମୟ ପାଇବେ ନାହିଁ । ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିପାରନ୍ତି । ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ନିଜ କାର୍ଯ୍ୟ ତୃପ୍ତିକର ହୋଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୮ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ସିଂହ – ପ୍ରତ୍ୟେକ କ୍ଷେତ୍ରରେ ସୁଫଳ ଲାଭ ସକାଶେ ଆଶାବାଦିନୀ ହେବେ । ଉପକାରୀର ପ୍ରତ୍ୟୁପକାର କରିବାକୁ ଚେଷ୍ଟା କରିବେ । ଘାତଚନ୍ଦ୍ର ଭୋଗ
ହେଉଥିବାରୁ ସତର୍କତାର ସହ ଚଳିବାକୁ ପଡିବ । ବହୁ ସୁଖର ଅଧିକାରି ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖୀ ହେବେ ।

କନ୍ୟା – କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି । ଗୃହକାର୍ଯ୍ୟ ଆନନ୍ଦଦାୟକ ହେବ । ବିଚାର ବିମର୍ଶ ଓ ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । ହସ ଖୁସିରେ ସମୟ ବିତାଇ ପାରନ୍ତି । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୪ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ତୁଳା – ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରିବେ । ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ପଡୋଶୀମାନଙ୍କ ଫମ୍ପା ଉପଦେଶ ଆପଣଙ୍କ ପକ୍ଷେ ବିରକ୍ତିକର ହୋଇପାରେ । ଧର୍ମ କାର୍ଯ୍ୟରେ ମନୋନିବେଶ କରିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ବିଛା – ଅର୍ଥ ସଂକଟ ହେତୁ କାମଗୁଡିକ ସମ୍ପନ୍ନ ଦିଗରେ ସମସ୍ୟା ସୃଷ୍ଟି ହେବ । ସୁଦୃଢ ମନୋବଳକୁ ପାଥେୟ କରି କାର୍ଯ୍ୟ ସମ୍ପାଦନ କରିବେ । ସାଧନାରେ ସିଦ୍ଧି ପ୍ରାପ୍ତ ହେବେ । ହର୍ଷ ଉଲ୍ଲାସ ମଧ୍ୟରେ ଦିନଟି ଅତିବାହିତ ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।

ଗୃହିଣୀ- ମିତ୍ର ସୁଖ ପାଇବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ଧନୁ – ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାମ ହାସଲ କରିବେ । ଆଶାବାଦୀ ହୋଇପାରନ୍ତି । ଆଶା ପୂରନ ହେବ । କର୍ମକୁଶଳତା ପ୍ରକାଶ
ପାଇବ । ଧର୍ମ ଅନୁଷ୍ଠାନର ନେତୃତ୍ୱ ନେଇ ପାରନ୍ତି । କୃଷିରୁ ଲାଭବାନ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉଚାମ ।

ମକର – ବିଭିନ୍ନ ସୂତ୍ରରୁ ରୋଜଗାର ବୃଦ୍ଧି ପାଇବ କିନ୍ତୁ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ । ମନରେ ବ୍ୟାକୁଳତା ବୃଦ୍ଧି ହୋଇପାରେ ।
ସୌଜନ୍ୟତା ପ୍ରକାଶ କରିପାରନ୍ତି । ଆୟ ଉଚାମ ଧରଣର ହେବ । ଉଚ୍ଚ ସମ୍ମାନ ଲାଭ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

କୁମ୍ଭ - ପାରିବାରିକ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାର୍ଯ୍ୟ କରିବେ । ବ୍ୟୟ ଯୋଗ ଅଛି । ଧର୍ମାସକ୍ତ ହେବେ । ମତିମାନ ହୋଇପାରନ୍ତି । ପୁତ୍ର,ମିତ୍ର ହେତୁକ ସୁଖ ଭୋଗ କରିବେ । ନାନା ସୁନ୍ଦର ବସ୍ତୁ ଲାଭ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ପରକୁ ଆପଣାର କରିବେ ।

ମୀନ - ପ୍ରୟୋଗାତ୍ମକ କୌଶଳ କାରଣରୁ ଅସାଧ୍ୟ କାମ ସାଧନ କରିବାରେ ସମର୍ଥ ହେବେ । ବିବାଦୀୟ ବିତର୍କରେ ଭାଗ ନ ନେଇ ଚୁପ୍ ରହିବା ଭଲ । ମନସ୍କାମନା ପୂରଣ ହୋଇପାରେ । ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଗୃହିଣୀ- ସୁଖୀ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.