ଆସନ୍ତାକାଲିର ରାଶିଫଳ, ଆକସ୍ମିକ ଭାବରେ ଧନ ଓ ସମ୍ମାନ ପାଇବେ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | October 05, 2022 IST

ମେଷ – ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ । ଆଳସ୍ୟ ଓ ଅବହେଳା ଯୋଗୁ ସୁଯୋଗ ହାତଛଡା ହୋଇପାରେ ।ଆଜି ଲୋକସମ୍ପର୍କ ବୃଦ୍ଧି ପାଇବ କିନ୍ତୁ କେତେକ ଈର୍ଷାପରାୟଣ ବ୍ୟକ୍ତିଙ୍କ ସକାଶେ ଟେନସନ୍ ବଢିଯିବ । ପାରିବାରିକ କ୍ଷେତ୍ରରେ ସମସ୍ୟା ସମାଧାନ ପାଇଁ କୌଣସି ଦୃଢ ପଦକ୍ଷେପ ନେଲେ ଝମେଲା ଅଧିକ ବଢିଯାଇପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।
ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ-ଧାର୍ମିକ ହେବେ ।

ବୃଷ – ଅନ୍ୟର କଥା ଶୁଣି ବ୍ୟସ୍ତତା ଅନୁଭବ କରିପାରିବେ । ଅନିୟମିତ ଆହାର ଯୋଗୁ ସ୍ୱାସ୍ଥ୍ୟରେ ସମସ୍ୟା ଦେଖା ଦେଇପାରେ । ଆନୁଷ୍ଠାନିକ କାମ, କଳା, ସାହିତ୍ୟ, ସଭାସମିତି,ଲେଖାପଢା ଓ ଚୁକ୍ତିପତ୍ରରୁ ଶୁଭଫଳ ପାଇବେ । ବନ୍ଧୁଙ୍କ ଠାରୁ କୌନସି ଖବର ପାଇ କୁସି ହେବେ ।କର୍ମକ୍ଷେତ୍ରରେ ଧନ ବଢିବାର ଯୋଗ ଅଛି । ବିଦ୍ୟ କ୍ଷେତ୍ରରେ ଆପଣଙ୍କର ରୁଚି ବଢିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଚାଷୀ-ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମିଥୁନ - ଶାରୀରିକ ସ୍ୱାସ୍ଥ୍ୟ ଭଲ ରହିଲେ ମଧ୍ୟ ମନ ଭଲ ରହିବ ନାହିଁ । କର୍ମକ୍ଷେତ୍ରରେ କୁଟନୀତି ପ୍ରୟୋଗ କରି ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । କର୍ମକ୍ଷେତ୍ରରେ ସଫଳତା ହାସଲରେ କୌଣସି ଅସୁବିଧା ରହିବ ନାହିଁ ।ସ୍ୱାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ନିକଟ ସମ୍ପର୍କୀୟ ସହାନୁଭୂତି ଲାଭ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

କର୍କଟ- କୌଣସି ବ୍ୟକ୍ତି ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ । ରୋଗ, ଋଣ ଓ ଶତ୍ରୁତା ଚିନ୍ତାର ମୁଖ୍ୟ କାରଣ ହୋଇପାରେ । ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ ଏବଂ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ ।ଆଧ୍ୟାତ୍ମିକ କାମରୁ ଆଜିର ଦିନଟି ଆରମ୍ଭ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।
ଚାଷୀ-ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୁଖୀ ହେବେ ।

ସିଂହ – ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ।ସାହିତ୍ୟ କଳା ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ପାଇବେ । ଆଜି ଯାତ୍ରା ଓ ବାଣିଜ୍ୟ ସକାଶେ ଦିନଟି ବହୁତ ଭଲ ଏବଂ ବନ୍ଧୁ ମିଳନରୁ ଖୁସି ମଧ୍ୟ ରହିବେ । ଦିନଟି ଶୁଭରେ କଟିବ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ଚାଷୀ-ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା – କର୍ମକ୍ଷେତ୍ରରେ ଆକସ୍ମିକ ଭାବରେ ଧନ ଓ ସମ୍ମାନ ପାଇବେ । ବନ୍ଧୁମାନେ ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇବେ । ପୈତୃକ ସମ୍ପତ୍ତିକୁ କେନ୍ଦ୍ର କରି କଳହ ସୃଷ୍ଟି ହେବାର ସମ୍ଭାବନା ରହିଛି ।ଦିନଟି ସୁଖ ଏବଂ ସୌଭାଗ୍ୟର ଦିନ । ଆର୍ଥିକ ସଫଳତା ରେ ବାଧା ହେବ । ଛାତ୍ରଚାତ୍ରୀମାନେ ବିଦ୍ୟାକ୍ଷେତ୍ରରେ ମନ ଦେବେ ନାହିଁ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।
ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ତୁଳା – ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହୋଇପାରନ୍ତି । ବନ୍ଧୁମେଳରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡିପାରେ । କର୍ମକ୍ଷେତ୍ରରେ ଆତ୍ମୀୟତାର ସହ କାମ କରିବେ ଏବଂ ବିଜୟ ଲାଭର ସମ୍ଭାବନା ମଧ୍ୟ ରହିଛି । ବିଭିନ୍ନ ପ୍ରକାର ରୁଚିବିରୁଦ୍ଧ କାର୍ଯ୍ୟ ମାନସିକ ଅସ୍ଥିରତା ସୃଷ୍ଟି କରିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।

ଚାଷୀ-ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ସୁଖ ଅନୁଭବ କରିବେ ।

ବିଛା – କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ । ଉଚ୍ଚବର୍ଗଙ୍କ ସାହାର୍ଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ । ଡାଇବେଟିସ୍ କିମ୍ବା ଗ୍ୟାଷ୍ଟ୍ରିକ୍ ରୋଗୀମାନଙ୍କ ସକାଶେ ଆଜିର ଦିନଟି ଅନୁକୂଳ ନୁହେଁ ।ଦୀର୍ଘଦିନ ହେଲା ଆପଣ ଯାହାକୁ ଭଲ ଭାବୁଛନ୍ତି ସେହି ବ୍ୟକ୍ତିଟି ନିଜର ଫାଇଦା ହାସଲ କରିବା ସକାଶେ ସର୍ବଦା ଚେଷ୍ଟିତ ରହିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ ।

ଚାଷୀ-ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ସୁଖଭାରା ଦିନଟି ।

ଧନୁ – ଅନ୍ୟମାନଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିପାରେ । ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ ।ଆଜି କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହିତ ଏବଂ ପରିବାରରେ ସାଧାରନ କଥାକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ । ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଚଳିବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।
ଚାଷୀ-କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି-କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ-ଧାର୍ମିକ ହେବେ ।

ମକର – ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବଧ୍ ହେବେ । କଚେରି ମାମଲା ମନ୍ଥର ହୋଇପାରେ । ଧାର୍ମିକ କାର୍ଯ୍ୟ ସମ୍ପାଦନ, ଦେବଦର୍ଶନ ପାଇଁ ଇଚ୍ଛା ଜାଗ୍ରତ ହେବ । ଆପଣ ଖର୍ଚ୍ଚାନ୍ତ ହେବେ ସିନା ଆଜି କୌଣସି କାମ ଅଟକିବ ନାହିଁ । ମାଲିମୋକଦ୍ଦମା, ନିର୍ମାଣ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ ।ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଚାଷୀ-ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ନୂଆବସ୍ତ୍ର ଲାଭ ହେବ ।

କୁମ୍ଭ - କର୍ମକ୍ଷେତ୍ରରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବ । ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ପ୍ରାଥମିକ ସ୍ତରରେ ସମସ୍ୟା ଦେଖାଦେବାର ଆଶଙ୍କା ରହିଛି ।ଆଜି ଯାହା କରନ୍ତୁ କିମ୍ବା ଯୁଆଡେ ଯାଆନ୍ତୁନା କାହିଁକି ଲାଭବାନ୍ ନିଶ୍ଚିତ ହେବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୩ ।
ଚାଷୀ-ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ-ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମୀନ - ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡିକ ସଂପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ । ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖା ଦେବ ।ଆଜି ଦିନଟି ଆନନ୍ଦର ଦିନ । ଶାରିରୀକ ଅସୁସ୍ଥତା ଦୂର ହେବ । ଆର୍ଥିକ ଉନ୍ନତି ହେବ । ଛାତ୍ରଛାତ୍ରୀମାନେ ବିଦ୍ୟା କ୍ଷେତ୍ରରେ ଦୂର ଯାତ୍ରା କରିବେ । ।ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.