ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ୱଲପୁର: ଜଳିଗଲା ଘରୋଇ ବସ୍ ନାଗରାଜ୍, ଅଳ୍ପକେ ବର୍ତ୍ତିଗଲେ କଣ୍ଡକ୍ଟର
  • ||
  • ବୌଦ୍ଧ: ନାଳରୁ ବ୍ୟାଙ୍କ୍ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ପାଖରେ ପଡିଛି ବାଇକ ଓ ମଦବୋତଲ
  • ||
  • ଭୁବନେଶ୍ୱର: ବରିଷ୍ଠ ଅଭିନେତ୍ରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
  • ||
  • ଭଦ୍ରକ: ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୧୫ ବଖରା, ୨ ଗୋ-ମାତା ଜୀବନ୍ତ ଦଗ୍ଧ
  • ||
  • କଟକ: ବରିଷ୍ଠ ଅଭିନେତ୍ରୀ ଝରଣା ଦାସଙ୍କ ପରଲୋକ, ୮୨ ବର୍ଷ ବୟସରେ ଦେହାନ୍ତ
  • ||

ଚାଲିଥିଲା ଡକାୟତି ଯୋଜନା, ବିଶେଷ ସୂତ୍ରରୁ ଖବର ପାଇ ଛାପା ମାରିଲା ପୋଲିସ୍‌, ୧୦ ଗିରଫ

31/08/2022 at 3:00 PM

ସାନଖେମୁଣ୍ଡି,  ୩୧/୦୮: ଡକାୟତି ଯୋଜନା ପଣ୍ଡ କଲା ପାଟପୁର ପୋଲିସ । ବିଶେଷ ସୂତ୍ରରୁ ଖବର ପାଇ ଅତର୍କିତ ଚଢ଼ାଉ କରିବା ପରେ ପାଟପୁର ଥାନା ପି ରାମଚନ୍ଦ୍ରପୁର ବିଶ୍ରାମାଗାରରେ ଚାଲିଥିବା ଡକାୟତି ଯୋଜନା ପଣ୍ଡ ହୋଇଛି । ଏଥିରେ ଜଡ଼ିତ ୧୦ ଜଣଙ୍କୁ ଗିରଫ କରିବା ସହ ବିଭିନ୍ନ ପ୍ରକାରର ମାରଣାସ୍ତ୍ର, ଛଅଟି ଅଫୁଟା ବୋମା, ସାଇକେଲ ଚେନ, ଦୁଇଟି ବାଇକ ଜବତ କରିଛି ପୋଲିସ ।

   Related Posts