vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ, ମୋଟ୍ ପାସ୍ ହାର ୯୦.୫୫ ପ୍ରତିଶତ
  • ||
  • ରାଉରକେଲା : ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୧ କୋଭିଡ୍ ପଜିଟିଭ୍
  • ||
  • ଘରୋଇ ଗ୍ୟାସ୍ ସିଲିଣ୍ଡର ହେଲା ମହଙ୍ଗା, ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା
  • ||
  • ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ଭୁବନେଶ୍ୱର : ରଶ୍ମିରେଖାଙ୍କ ପୁରୁଷବନ୍ଧୁଙ୍କ ଆତ୍ମହତ୍ୟା, ରାଉରକେଲାରୁ ମିଳିଲା ଝୁଲନ୍ତା ମୃତଦେହ
  • ||

ରାଜ୍ୟରେ ଖସୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୧୦ ପଜିଟିଭ୍

20/05/2022 at 9:26 AM

ଭୁବନେଶ୍ୱର ୨୦।୦୫ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୪୯ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ ରହିଥିବା ବେଳେ ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୩୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୧୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୦୫୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୫୯୮୬୨୫ସାମ୍ପୁଲ ଟେଷ୍ଟ୍ ହୋଇଛି ।    

   Related Posts