oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ, ଅକ୍ଟୋବର ୭ରେ ପ୍ରକାଶ ପାଇବ ବିଜ୍ଞପ୍ତି
  • ||
  • ଉତ୍ତରପ୍ରଦେଶ: ଦୁର୍ଗାପୂଜା ପେଣ୍ଡାଲରେ ଲାଗିଲା ନିଆଁ, ୫ ମୃତ ଓ ଅନେକ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୭ କୋଭିଡ୍ ପଜିଟିଭ୍
  • ||
  • ଭୁବନେଶ୍ୱର: ମଣ୍ଡପରେ ପୂଜା ପାଉଛନ୍ତି ଦୁର୍ଗତିନାଶିନୀ, ପୀଠରେ ମହାନବମୀ ପୂଜା
  • ||
  • ଭୁବନେଶ୍ୱର : ସୋମବାରଠୁ ପ୍ରବଳ ବର୍ଷା, ୮ ପରେ ପୁଣି ଏକ ଘୂର୍ଣ୍ଣିବଳୟ
  • ||
  • ବରଗଡ଼ : ପଦ୍ମପୁର ବିଧାୟକଙ୍କ ପରଲୋକ, ୬୪ ବର୍ଷରେ ଆଖିବୁଜିଲେ ବିଜୟ ରଞ୍ଜନ ସିଂ ବରିହା
  • ||

ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍, ୧୦ରୁ ଅଧିକ ଯାତ୍ରୀ ଗୁରୁତର

10/12/2020 at 2:52 PM

ରାଇରଙ୍ଗପୁର ୧୦।୧୨: ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍। ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଝରଣ ନିକଟରେ ଘଟିଛି ଏଭଳି ଦୁର୍ଘଟଣା ।

ସୂଚନାଯୋଗ୍ୟ ଯେ, ଆପୁ ନାମକ ଯାତ୍ରୀବାହୀ ବସ୍ ରାଇରଙ୍ଗପୁରରୁ ଉଦଳା ଫେରୁଥିବା ସମୟରେ ଝରଣ ନିକଟରେ ଭାରସାମ୍ୟ ହରାଇ ରାସ୍ତାକଡ଼ ବିଲକୁ ଓଲଟି ପଡିଥିଲା । ବସରେ ଥିବା ପ୍ରାୟ ୫୦ଜଣ ଯାତ୍ରୀଙ୍କ ମଧ୍ୟରୁ ୧୦ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ରାଇରଙ୍ଗପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

   Related Posts