previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଧର୍ମଗଡ : ଲଗାଣ ବର୍ଷାରେ ବେହାଲ କଳାହାଣ୍ଡି ଜିଲ୍ଲା, ନଦୀ କୂଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି
  • ||
  • ମୋହନା : ଲଗାଣ ବର୍ଷାରେ ବୃଦ୍ଧି ପାଇଲା ହରଭଙ୍ଗୀ ନଦୀର ଜଳସ୍ତର, ୪ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ସାନଖେମୁଣ୍ଡି : କୂଅରେ ପଡିଲା ଜଙ୍ଗଲୀ ବାରହା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପୁରୀ : ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ : ଭାସିଯାଇ ଯୁବତୀଙ୍କ ମୃତ୍ୟୁ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ଜଣେ ଶିଶୁ ସମେତ ୩ ଆହତ
  • ||
  • ସମ୍ବଲପୁର : ବ୍ରେକ୍ ଫେଲ୍ ହେଲା ଚଳନ୍ତା ବସ୍‌, ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା
  • ||
  • କାମାକ୍ଷାନଗର : ନଦୀ ପାର ହେବା ସମୟରେ ଭାସିଗଲେ ବୃଦ୍ଧା, ମୃତଦେହ ଉଦ୍ଧାର କଲେ ପରିବାର ଲୋକ
  • ||
  • ବିହାରରେ ବଦଳିବ ରାଜନୈତିକ ସମୀକରଣ : କଂଗ୍ରେସ-ଆରଜେଡି ସମର୍ଥନରେ ସରକାର ଗଢିବେ ନୀତିଶ !
  • ||
  • ଜୟପୁର : ନଦୀ ପାର ହେବା ସମୟରେ ଭାସିଗଲେ ବୃଦ୍ଧା, ମୃତଦେହ ଉଦ୍ଧାର କଲେ ପରିବାର ଲୋକ
  • ||
  • କଣ୍ଟାବାଞ୍ଜି : ଗାଁ ନିକଟ ମହୁଲ ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ, ଆତ୍ମହତ୍ୟା ନା’ ହତ୍ୟା ଅସ୍ପଷ୍ଟ
  • ||

ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗରେ ୧୦ବର୍ଷ ଜେଲ୍ ଦଣ୍ଡ

7/07/2022 at 5:00 PM

ନବରଙ୍ଗପୁର ୭।୭: ଜଣେ ବିବାହିତା ମହିଳାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗରେ ୧୦ବର୍ଷ ଜେଲ୍ ଦଣ୍ଡାଦେଶ । ପାପଡାହାଣ୍ଡି ଥାନା ହିର୍ଲି ଗ୍ରାମର ଜଳନ୍ଧର ହରିଜନକୁ ୧୦ ବର୍ଷ ଜେଲ୍ ଦଣ୍ଡାଦେଶ । ନବରଙ୍ଗପୁର ଜିଲ୍ଲା ଦୌରା ଜଜ୍ ଏହି ଦଣ୍ଡାଦେଶ ଶୁଣାଇଛନ୍ତି ।

ଉଲ୍ଲେଖଯୋଗ୍ୟ ଯେ, ୨୦୨୧ ମସିହାରେ ପାପଡାହାଣ୍ଡି ଥାନାର ହିର୍ଲି ଗ୍ରାମରେ ଘଟିଥିଲା ଏଭଳି ଘଟଣା । ଜଣେ ବିବାହିତା ମହିଳାଙ୍କୁ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଥିଲା ।

   Related Posts