ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
ମନସ୍କ l Manaska
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, odisha news,khabar odisha,news in oriya

ପ୍ରମୁଖ ଖବର
  • ଝାରସୁଗୁଡା : ଝାରସୁଗୁଡାରେ ୬ଟିକିଆ ହାତୀ ପଲ, ଜଗିଛନ୍ତି ବନ ବିଭାଗର ସ୍ବତନ୍ତ୍ର ସ୍କ୍ବାଡ୍
  • ||
  • ପାଟଣା : ହଷ୍ଟେଲରେ ପଶି ୫ମ ଶ୍ରେଣୀ ଛାତ୍ରୀଙ୍କୁ ଟଣାଓଟରା କଲେ ଯୁବକ, ଫାଟକରେ ତାଲା ପକାଇଲେ ଅଭିଭାବକ
  • ||
  • ଜଳେଶ୍ବର : ମହିଳାଙ୍କୁ କମେଣ୍ଟ ମାରି ଯୁବକ ହଟହଟା : ଚପଲରେ ମାଡ ଖାଇଲେ, କାନ ଧରି ଉଠବସ୍ ହେଲେ
  • ||
  • ସୁବର୍ଣ୍ଣପୁର : ବନ୍ଧାହେଲା ଦୁଇ ଲୁଟେରା, ଡିକି ଭାଙ୍ଗି ଲୁଟି ନେଇଥିଲେ ୨ ଲକ୍ଷ ଟଙ୍କା
  • ||
  • ବଲାଙ୍ଗୀର : କୋଚିଂ ସେଣ୍ଟରରେ ଚାଲିଥିଲା ନକଲି ସାର୍ଟିଫିକେଟ୍ ତିଆରି, ୮ ଅଭିଯୁକ୍ତ ଅଟକ
  • ||
  • ଭୁବନେଶ୍ବର : କେନ୍ଦ୍ର ପରିବହନ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ, ଏନ୍‌ଏଚ୍‌ ୫୫ କାମ ତୁରନ୍ତ ସାରିବାକୁ ଅନୁରୋଧ
  • ||
  • ଦେବଗଡ : ବନ୍ଦ ଘରେ ପଡିଛି ରକ୍ତ ଜୁଡୁବୁଡୁ ମୃତଦେହ, ହନୁମାନ ଟଙ୍କା କାରବାରରେ ଗତବର୍ଷ ଧରାପଡିଥିଲେ ମୃତକ
  • ||
  • ବାରଙ୍ଗ : ପେଟରୁ ଅଣ୍ଡା କାଢିବା ବେଳେ ଆଖିବୁଜିଲା ଧଳା ମୟୁର
  • ||
  • ଟିଟିଲାଗଡ : ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା’ ଆତ୍ମହତ୍ୟା ?
  • ||
  • ବାଲିଗୁଡା: ନୀଳ ଜହରର ହବ୍ ପାଲଟିଛି ବାଲିଗୁଡା, ଦୁଇ କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ
  • ||

ଟ୍ରକକୁ ପଛ ପଟୁ ପିଟିଲା ୧୦୮ ଆମ୍ବୁଲାନ୍ସ, ୩ ଆହତ

5/02/2023 at 11:12 PM

ଭଦ୍ରକ: ୧୬ ନମ୍ବର ଜାତୀୟ ରାଜପଥରେରେ ଦୁର୍ଘଟଣା । ଟ୍ରକକୁ ପଛ ପଟୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ। ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଆଖୁଆପଦାଠାରେ ଦୁର୍ଘଟଣା ଘଟିଛି । ଏଥିରେ ତିନି ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନା ଅନୁଯାୟୀ , ବାଲେଶ୍ୱର ଜିଲ୍ଲା ସୋର ମଧୁସୂଦନପୁର ଗାଁ ର ଶାନ୍ତିଲତା ବେହେରାଙ୍କ ସ୍ୱାସ୍ଥ୍ୟ ଖରାପ ହେବାରୁ ତାଙ୍କୁ ସୋର ମେଡିକାଲ ରୁ କଟକ ସ୍ଥାନାନ୍ତର କରାଯାଉଥିଲା । ୧୦୮ ଆମ୍ବୁଲାନ୍ସରେ ଯାଉଥିବା ବେଳେ ଆଖୁଆପଦାଠାରେ ୧୦୮ ଆମ୍ବୁଲାନ୍ସଟି ଏକ ବ୍ରେକ ଡାଉନ ଟ୍ରକ କୁ ଧକ୍କା ଦେଇଥିଲେ। ରୋଗୀ ଙ୍କ ସହ , ତାଙ୍କ ପୁଅ ଅଜିତ , ପୁତୁରା , ରମେଶ ମଧ୍ୟ ଗୁରୁତର ହୋଇଛନ୍ତି । ୩ ଜଣଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି । ଅନ୍ୟ ୩ ଜଣ ଆମ୍ବୁଲାନ୍ସ କର୍ମଚାରୀଙ୍କୁ ଯାଜପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି ।

   Related Posts