suno sunao
Hari omm 2
hari om films
suno sunao new
HARI-OMM_728X90_B
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ଲାଞ୍ଚ ନେବାବେଳେ ମାଡ଼ି ବସିଲେ ଅଧିକାରୀ
  • ||
  • ନିଶ୍ଚିନ୍ତକୋଇଲି: ଜୁଏଲାରୀ ଦୋକାନରୁ ଚୋରି, ତାଲା ଭାଙ୍ଗି ଲୁଟିନେଲେ ୧୯ ଲକ୍ଷରୁ ଅଧିକ ସୁନା ଗହଣା
  • ||
  • ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ନୀତି ବିଳମ୍ବ, ଦର୍ଶନ ନପାଇ ଭକ୍ତ ଅସନ୍ତୋଷ
  • ||

ଆଜିଠାରୁ ମାଟ୍ରିକ ସମେଟିଭ ୱାନର ଖାତାଦେଖା, ୫୬ଟି ମୂଲ୍ୟାୟନ କେନ୍ଦ୍ରରେ ଚାଲିଛି ଦେଖା

9/12/2022 at 4:15 PM

କଟକ, ୦୯/୧୨: ଆଜିଠାରୁ ଆରମ୍ଭ ହୋଇଛି ମାଟ୍ରିକ ସମେଟିଭ ୱାନର ଖାତାଦେଖା କାର୍ଯ୍ୟ । ରାଜ୍ୟର ୫୬ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ପ୍ରକ୍ରିୟା ଆରମ୍ଭ ହୋଇଛି । ଏଥିପାଇଁ ନିୟୋଜିତ ହୋଇଥିବା ଟ୍ରେଣ୍ଡ ଟିଚରମାନେ ଗତକାଲିଠାରୁ କାର୍ଯ୍ୟରେ ଯୋଗ ଦେଇଛନ୍ତି । ଖାତା ଦେଖା କାର୍ଯ୍ୟ ଦିନ ୧୦ ରୁ ୧୧ଟା ପର୍ଯ୍ୟନ୍ତ ଚାଲିବ । ସମସ୍ତ କାର୍ଯ୍ୟ ଶୃଙ୍ଖଳାର ସହ ଆରମ୍ଭ ହୋଇଛି ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି ।

   Related Posts