oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

ବାଛୋଳ ଗ୍ରାମରେ ସାମ୍ବାଦିକଙ୍କୁ ଆକ୍ରମଣ : ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୧୧ ଗିରଫ

21/02/2022 at 12:37 PM

ଯାଜପୁର ୨୧।୨: ଯାଜପୁର ବିଝାଂରପୁର ବ୍ଲକ୍ ବାଛୋଳ ଗ୍ରାମରେ ସାମ୍ବାଦିକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୧୧ ଜଣ ଗିରଫ ହୋଇଛନ୍ତି । ଏ ନେଇ ଯାଜପୁର ଏସପି ସୂଚନା ଦେଇଛନ୍ତି । ଏହାସହ ରାଜନୈତିକ ହିଂସା ଓ ବିଶୃଙ୍ଖଳା କରିଥିବା ଅଭିଯୋଗରେ ୪୨ ଜଣ ଗିରଫ ହୋଇଛନ୍ତି । ଆଗାମୀ ଚତୁର୍ଥ ଓ ପଂଚମ ପର୍ଯ୍ୟାୟ ନିର୍ବାଚନ ଲାଗି ବ୍ୟାପକ ଫୋର୍ସ ମୁତୟନ କରାଯିବ ବୋଲି ଯାଜପୁର ଏସପି ରାହୁଲ ପିଆର କହିଛନ୍ତି ।

   Related Posts