oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

କଟକ ସହରରୁ ବାହାରିଲେ ଆଉ ୧୧ କରୋନା ପଜିଟିଭ୍, ସ୍ଥାନୀୟ ସଂକ୍ରମିତ ୨

18/07/2020 at 2:07 PM

କଟକ,୧୮|୦୭ :  ଶନିବାର କଟକ ସହରରୁ ଆଉ ୧୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି  । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯ ଜଣ ଥିବା ବେଳେ ୨ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୬ଜଣ ସରକାରୀ କ୍ୱାରେଣ୍ଟାଇନର ହୋଇଥିବା ବେଳେ ୩ଜଣ ହୋମ୍ କ୍ୱାରେଣ୍ଟାଇନରେ ରହିଥିଲେ । ସେହିପରି ସ୍ଥାନୀୟ ସଂକ୍ରମିତମାନେ ହେଲେ ଗମାଣ୍ଡିଆ କଲୋନୀର ଜଣେ ୫୫ ବର୍ଷୀୟା ମହିଳା ଓ ପରେଶ୍ୱର ସାହି ଜୋବ୍ରା ୨୮ ବର୍ଷୀୟ ଯୁବକ ।

ସୂଚନାଯୋଗ୍ୟ, କଟକ ସହରରେ ଏବେସୁଦ୍ଧା ୩୩୪ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୧୮୮ଜଣ ସୁସ୍ଥ ହୋଇଛନ୍ତି । ସେହିପରି ୭ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଏବେବି ୧୩୯ଟି ସକ୍ରିୟ କେସ୍ ରହିଛି ।

   Related Posts