ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠଗଡ: ହଟିଲା କଟକଣା, ନୂଆ ବର୍ଷରୁ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର: ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପନେବ ଗଭୀର ଅବପାତ, ବର୍ଷାରେ ଭିଜିବ ଦକ୍ଷିଣ ଓଡିଶା
  • ||
  • ୧୭ ଜଣିଆ ରଣଜୀ ଟିମ୍ ଘୋଷଣା : ଶୁଭ୍ରାଂଶୁ ସେନାପତି ଅଧିନାୟକ, ୪ ନୂଆ ମୁହଁ
  • ||
  • ପୋଲିସକୁ ସଫଳତା, ନକଲି ସୁନା ଦେଇ ଋଣ କରି ୫୨ ଲକ୍ଷ ଟଙ୍କା ଠକେଇ ଘଟଣାର ପର୍ଦାଫାସ
  • ||
  • ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଘଟଣା, ୭ ଛାତ୍ରଙ୍କୁ ବହିଷ୍କାର କଲେ ଅଧ୍ୟକ୍ଷ
  • ||

ରାଜ୍ୟରେ ଖସୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ବାହାରିଲେ ୧୧ ଜଣ କୋଭିଡ ପଜିଟିଭ

2/06/2022 at 9:10 AM

ଭୁବନେଶ୍ଵର ୦୨।୦୬ : ରାଜ୍ୟରେ ତଳକୁ ଖସିଲା କରୋନା ଗ୍ରାଫ୍। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୪୬୫ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, ଷ୍ଟେଟ ପୁଲ୍‌ରୁ ୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୪୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୨୦୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୭୭୪୩୬୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।  

   Related Posts