oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫାଷ୍ଟଫୁଡ୍ ଦୋକାନରୁ ମାଲିକଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ କଲା ପୋଲିସ୍‌
  • ||
  • ରାୟଗଡ଼ା : ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍ ପଜିଟିଭ୍
  • ||
  • ମେକ୍ସିକୋ ଧୁଆଁଧାର ଫାୟାରିଂ: ୭ ପୋଲିସ କର୍ମଚାରୀ, ମେୟରଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ
  • ||
  • ଜଲପାଇଗୁଡ଼ିରେ ଦୁର୍ଗା ଭସାଣି ବେଳେ ଫ୍ଲାସ ଫ୍ଲଡ୍, ବନ୍ୟାରେ ଭାସି ୭ ମୃତ
  • ||

ରାଜ୍ୟରେ ପୁଣି ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୬୦୭ କୋଭିଡ୍ ପଜିଟିଭ୍, ୧୧୬୭୦୯୪ରେ ପହଞ୍ଚିଲା ସଂଖ୍ୟା

19/01/2022 at 9:06 AM

ଭୁବନେଶ୍ୱର ୧୯।୦୧ : ଗତ ୨୪ ଘଣ୍ଟା ମଧ୍ୟରେ ୧୧୬୦୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୬୭୦୯୪ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୭୨୮ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୮୭୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୯୯୧ଜଣ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୮୫ଜଣ, ବାଲେଶ୍ୱର ଜିଲ୍ଲାରୁ ୩୦୫ଜଣ, ବରଗଡ଼ ଜିଲ୍ଲାରୁ ୧୪୫ଜଣ, ଭଦ୍ରକ ଜିଲ୍ଲାରୁ ୧୫୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୨୯ଜଣ, ବୌଦ୍ଧ ଜିଲ୍ଲାରୁ ୭୮ଜଣ, କଟକ ଜିଲ୍ଲାରୁ ୮୯୮ଜଣ, ଦେଓଗଡ଼ ଜିଲ୍ଲାରୁ ୭୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୭୧ଜଣ, ଗଜପତି ଜିଲ୍ଲାରୁ ୮୭ଜଣ, ଗଞ୍ଜାମ ଜିଲ୍ଲାରୁ ୯୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩୪ଜଣ, ଯାଜପୁର ଜିଲ୍ଲାରୁ ୨୩୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୧୯ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦୩ଜଣ, କନ୍ଧମାଳ ଜିଲ୍ଲାରୁ ୮୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧୯ଜଣ, କେନ୍ଦୁଝର ଜିଲ୍ଲାରୁ ୧୨୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୩୪୭ଜଣ, କୋରାପୁଟ ଜିଲ୍ଲାରୁ ୧୬୮ଜଣ, ମାଲକାନଗିରି ଜିଲ୍ଲାରୁ ୮୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭୪ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୪୯ଜଣ, ନୟାଗଡ଼ ଜିଲ୍ଲାରୁ ୨୦୬ଜଣ, ନୂଆପଡ଼ା ଜିଲ୍ଲାରୁ ୧୬୬ଜଣ, ପୁରୀ ଜିଲ୍ଲାରୁ ୧୫୭ଜଣ, ରାୟଗଡ଼ା ଜିଲ୍ଲାରୁ ୨୨୯ଜଣ, ସମ୍ବଲପୁର ଜିଲ୍ଲାରୁ ୩୯୦ଜଣ, ସୋନପୁର ଜିଲ୍ଲାରୁ ୧୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨୧୯ଜଣ, ଷ୍ଟେଟ ପୁଲ୍‌ରୁ ୮୭୭ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୬୭୦୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୪୭୭୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୭୩୭୭୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୬୮୪୨୦୬୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts