oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ଆଜି ୧୨ ଘଣ୍ଟିଆ ଭବାନୀପାଟଣା ବନ୍ଦ

12/02/2019 at 1:32 PM

ଭବାନୀପାଟଣା ୧୨|୨:  ଆଜି କଳାହାଣ୍ଡି ଭବାନୀପାଟଣା ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ଜନମ ମାଟି ସୁରକ୍ଷା ମଞ୍ଚ ପକ୍ଷରୁ ବନ୍ଦ ପାଳନ କରାଯାଉଛି। ସରକାରଙ୍କ ନୂଆ ବସ୍ତି ବାସିନ୍ଦା ସର୍ଭେ ଅନୁଯାୟୀ ତୁରନ୍ତ ପଟ୍ଟା ପ୍ରଦାନ, ସରକାରୀ ଜମିରେ ରହୁଥିବା ବାସିନ୍ଦାଙ୍କୁ ସ୍ଥାୟୀ ପଟ୍ଟା ପ୍ରଦାନ କରାଯାଉ ବୋଲି ମଞ୍ଚ ଦାବି କରିଛି । ଆନ୍ଦୋଳନକାରୀ ବିଭିନ୍ନ ସ୍ଥାନରେ ପିକେଟିଂ କରିବା ସହ ରାସ୍ତାରୋକ କରିଛନ୍ତି । ଫଳରେ ଯାତାୟତ ପ୍ରଭାବିତ ହୋଇଛି । ଦୋକାନ ବଜାର ବନ୍ଦ ରହିଛି ।

   Related Posts