oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୬ କୋଭିଡ୍ ପଜିଟିଭ୍
  • ||
  • ପିଏଫଆଇ ଉପରେ ଲାଗିଲା ୫ ବର୍ଷ ପାଇଁ ପ୍ରତିବନ୍ଧକ, ଆତଙ୍କବାଦୀ କାର୍ଯ୍ୟକଳାପ ନେଇ କାର୍ଯ୍ୟାନୁଷ୍ଠାନ
  • ||
  • ଯାଜପୁର: ମାଆ ବିରଜାଙ୍କ ପୀଠରେ ଚାଲିଛି ନବଦିନାତ୍ମକ ପୂଜା, ସନ୍ଧ୍ୟାରେ ରଥଟଣା
  • ||
  • ଜଗତସିଂହପୁର: ନବରାତ୍ରର ତୃତୀୟ ଦିନ, ମନ୍ତ୍ରଧ୍ୱନୀ ଓ ଚଣ୍ଡୀପାଠରେ କମ୍ପୁଛି ଝଙ୍କଡ଼ ପୀଠ
  • ||
  • କଟକ : କଟକ ସହରରେ ପଶିଲେ ୩ ହାତୀ, ଆକ୍ରମଣରେ ୨ ମୃତ
  • ||

ରାଜ୍ୟରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୨୯ କରୋନା ପଜିଟିଭ୍

6/03/2022 at 9:07 AM

ଭୁବନେଶ୍ୱର ୦୬।୦୩ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୫୮୮୯ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୫୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୯ ଜଣ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨୦ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ଜଣେ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୪ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୫ଜଣ, ଷ୍ଟେଟ ପୁଲ୍‌ରୁ ୩ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୫୮୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫୦୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୫୨୨୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୫୫୦୪୫୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts