ଆସନ୍ତାକାଲିର ରାଶିଫଳ, ଭୋଗ ବିଳାସର ପ୍ରାଚୁର୍ଯ୍ୟ ପାଇବେ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | October 11, 2022 IST

ମେଷ – ବୁଧବାର ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ । ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ । ଆଜି କର୍ମକ୍ଷେତ୍ରର ପାରିପାଶ୍ୱିର୍କ ରିସ୍ଥିତି ବହୁତ ଭଲ ରହିବ । ଆକସ୍ମିକ ଭାବରେ କୌଣସି ଭଲ ସମ୍ପର୍କ ଥିବା ବ୍ୟକ୍ତିଙ୍କ ଅନୁରୋଧବଶତଃ ଦୂର ଯାତ୍ରା କରିବାକୁ ପଡିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।

ବୃଷ – ଆନୁଷ୍ଠାନିକ କାମ ତଥା ମାଙ୍ଗଳିକ କାର୍ଯ୍ୟରେ ବ୍ୟସ୍ତତା ବୃଦ୍ଧି ପାଇବ । ନିଜ ସନ୍ତାନଙ୍କ ବିବାହ ସମ୍ପର୍କୀୟ ଚିନ୍ତାରେ ବ୍ୟସ୍ତତା ପରିଲକ୍ଷିତ ହେବ । ବନ୍ଧୁଙ୍କ ଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି । ଆଲୋଚନା କ୍ଷେତ୍ରରେ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଶୁଭ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଥଣ୍ଡା କାଷ ହୋଇପାରେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ମିଥୁନ - ପାରିବାରିକ ସମସ୍ୟା ଓ ପିଲାମାନଙ୍କ ବିବାହ ସମ୍ପର୍କୀୟ ଚିନ୍ତାରେ ବ୍ୟସ୍ତତା ପରିଲକ୍ଷିତ ହେବ । ସମସ୍ତ ପ୍ରକାର ସୁବିଧା ଥିଲେ ମଧ୍ୟ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ । ଭାବୁଥିବେ ଗୋଟିଏ କଥା କିନ୍ତୁ କଲା ବେଳକୁ ଆଉ ଗୋଟିଏ କାମ କରିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଗୋବର ଖତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ – ବନ୍ଧୁଙ୍କ ଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି । ଯେ କୌଣସି ପରିସ୍ଥିତି ହେଉନା କାହିଁକି, ଆପଣଙ୍କ ପାଇଁ ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ । ଆକସ୍ମିକ ଭାବରେ ଦୂରରେ ରହୁଥିବା ବନ୍ଧୁଙ୍କ ନିକଟକୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଆଧୁନିକ ପଦ୍ଧତିର ଯନ୍ତ୍ରାସ ବିଷୟରେ ଜ୍ଞାନ ନିଅନ୍ତୁ ।

ସିଂହ – ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହ-ଯୋଗ ପାଇବେ । ସଭାସମିତିରେ ଆଲୋଚନା ସରଗରମ ହେବାର ସମ୍ଭାବନା ରହିଛି । ଅସମ୍ପୂର୍ଣ୍ଣ କରିବା ଦିଗରେ ଆଜି ଦିନଟିର ଅଧିକାଂଶ ସମୟ ବିତିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖ ଅନୁଭବ କରିବେ ।

କନ୍ୟା – ଘରୋଇ କଳହକୁ ନେଇ ଅଶାନ୍ତି ଲାଗି ରହିବ । ଭାବିବେ ଗୋଟିଏ, କିନ୍ତୁ କଲା ବେଳକୁ ଆଉ ଗୋଟିଏ କାମ କରିବାକୁ ବାଧ୍ୟ ହେବେ । ।ରିବାରିକ ଜୀବନରେ ସ୍ନେହ, ଶ୍ରଦ୍ଧା ଓ ଆଦରର ଅଭାବ ଅନୁଭବ କରିବେ । ଅୂରଣୀୟ ଆଶା ମନରେ ବିଭିନ୍ନ ପ୍ରକାରେ ଆଶଙ୍କା ସୃଷ୍ଟି କରିବ । କେତେକ କ୍ଷେତ୍ରରେ ଯେସାକୁ ତେସା ନୀତିରେ କାମ କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉମ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ତୁଳା – ଆଜି ସମ୍ପର୍କୀୟଙ୍କ ଦ୍ୱାରା ଭୋଗ ବିଳାସର ପ୍ରାଚୁର୍ଯ୍ୟ ପାଇବେ । ପଛ କଥା ମନକୁ ନ ଆଣି ଯାହା କରିବା କଥା ଶୀଘ୍ର କରନ୍ତୁ । ବନ୍ଧୁଙ୍କ ସମ୍ମୁଖରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯାଇାରନ୍ତି । ସାୟାହ୍ନେ ପାରିବାରିକ ଅଶାନ୍ତି ହେତୁ କୌଣସି କାମ ଉତ୍ସାହ ହେବ ନାହିଁ । ଶୁଭ ରଙ୍ଗ ମେରୁନ୍ । ଶୁଭ ୭ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବିଛା – କୂଟନୀତି ବଳରେ କାର୍ଯ୍ୟ ସାଧନ କରିବାରେ ସମର୍ଥ ହେବେ । ଅତୀତ ଘଟଣା କିମ୍ବା ବିଭିନ୍ନ ପ୍ରକାର ସମସ୍ୟା ଚିନ୍ତା କରି ମନ ଭାରାକ୍ରାନ୍ତ ରହିବ । ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ସମ୍ଭାବନା ରହିଛି । ବନ୍ଧୁଙ୍କୁ ଅନୁନୟ ବିନୟ କରି ଧାର କରଜ କରି ଆବଶ୍ୟକତା ଚଳାଇ ନେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଆଧୁନିକ ଦ୍ଧିର ଯନ୍ତ୍ରାତି ବିଷୟରେ ଜ୍ଞାନ ନିଅନ୍ତୁ ।

ଧନୁ – ଆର୍ଥିକ ସ୍ଥିତି ପୂର୍ବପରି ରହିବ । ବ୍ୟବସାୟ ଓ ପରିବହନ କେତେକାଂଶରେ ମନ ଲାଖିନ ହୋଇପାରେ । ସାଧାରଣ କଥାକୁ କେନ୍ଦ୍ର କରି ପାରିବାରିକ କ୍ଷେତ୍ରରେ ଅସ୍ଥିରତାର ସମ୍ଭାବନା ରହିଛି । ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉମ ।

ମକର – ଯେକୌଣସି ରିସ୍ଥିତି ହେଉନା କାହିଁକି ଆପଣଙ୍କ ପାଇଁ ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ । ଆଜି ମାନସିକ ସ୍ଥିରତା କେତେମାତ୍ରାରେ କ୍ଷୁଣ୍ଣ ହୋଇାରେ । କର୍ମକ୍ଷେତ୍ରରେ ସମସ୍ୟା ହଠାତ୍ ଦେଖା ଦେଇଥିବା କାରଣରୁ ମନ ବିଚଳିତ ଅବଶ୍ୟ ରହିବ । ରାଜନୈତିକ କ୍ଷେତ୍ରରେ ତୀବ୍ର ପ୍ରତିରୋଧର ସମ୍ମୁଖୀନ ହେବାକୁ ପଡିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୭ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଆଧୁନିକ ଦ୍ଧିର ଯନ୍ତ୍ରାତି ବିଷୟରେ ଜ୍ଞାନ ନିଅନ୍ତୁ ।

କୁମ୍ଭ - ଆକସ୍ମିକ ଭାବରେ ଦୂରରେ ରହୁଥିବା ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ସମ୍ବାଦ ଶୁଣି ଖୁସି ହେବେ । ସ୍ୱାସ୍ଥ୍ୟ ସମସ୍ୟା ପୂର୍ଣ୍ଣମାତ୍ରାରେ ଉପଶମ ନ ହେଲେ ମଧ୍ୟ ପୂର୍ବାପେକ୍ଷା ନିୟନ୍ତ୍ରଣ ମଧ୍ୟରେ ରହିବ । ଆର୍ଥିକ ସ୍ଥିତି କ୍ରମଶଃ ଦୁର୍ବଳ ରହିବା କାରଣରୁ ସାମୟିକ ଚିନ୍ତା କରିବାକୁ ପଡିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ମୀନ - ଉଚ୍ଚବର୍ଗଙ୍କ ସାର୍ହ୍ୟା ଓ ବନ୍ଧୁମିଳନରୁ ଉତ୍ସାହିତ ହେବେ । ନିଜ ଲୋକମାନଙ୍କ କର୍ଦ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି । ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ । ରିବାରରେ କାହା କଥା ସହ ଅନ୍ୟ କାହାର କଥା ମିଶିବ ନାହିଁ । ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ଳେଇ ଯାଇାରେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.