Hari omm 2
hari om films
AKK 2023
AKK2023
HARI-OMM_728X90_B
Showcase2022
hari om films
WEB_F-8
WEB_F-9
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ପରଲୋକ ।। ଭୁବନେଶ୍ୱର ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ।। ରବିବାର ପୂର୍ବାହ୍ନରେ ବ୍ରଜରାଜନଗର ଗାନ୍ଧିଛକ ନିକଟରେ ହୋଇଥିଲା ଗୁଳିମାଡ।। ଏସଆଇଙ୍କ ଗୁଳିରେ ଗୁରୁତର ଆହତ ହୋଇଥିଲେ ନବ ଦାସ
  • ||
  • ସାଲେପୁର : ପାରିବାରିକ କଳହର କରୁଣ ପରିଣତି, ସ୍ୱାମୀକୁ କିରୋସିନି ଢାଳି ଜାଳିଦେଲା ସ୍ତ୍ରୀ
  • ||
  • ଭୂକମ୍ପରେ ଥରିଲା ଇରାନ : ୭ ମୃତ, ୪୪୦ରୁ ଅଧିକ ଆହତ
  • ||

୨୭ରେ ଖୋର୍ଦ୍ଧା ଜିଲ୍ଲାର ୧୩୯ ଶିକ୍ଷାନୁଷ୍ଠାନକୁ ସ୍ୱତନ୍ତ୍ର ଛୁଟି ଘୋଷଣା

24/08/2022 at 5:27 PM

ଭୁବନେଶ୍ୱର, ୨୪/୦୮: ଆସନ୍ତା ୨୭ରେ ଖୋର୍ଦ୍ଧା ଜିଲ୍ଲାର ୧୩୯ ଶିକ୍ଷାନୁଷ୍ଠାନକୁ ସ୍ୱତନ୍ତ୍ର ଛୁଟି ଘୋଷଣା କରାଯାଇଛି । ଚଳିତ ବର୍ଷ ହେବାକୁ ଥିବା ASO ପରୀକ୍ଷା କେନ୍ଦ୍ର ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ସ୍ୱତନ୍ତ୍ର ଛୁଟି ଘୋଷଣା ହୋଇଛି । ASO ପରୀକ୍ଷା ପାଇଁ ଖୋର୍ଦ୍ଧା ଜିଲ୍ଲାରେ ୧୩୯ଟି କେନ୍ଦ୍ର କରାଯାଇଛି ।

ସୂଚନା ଥାଉକି, ରାଜ୍ୟରେ ବନ୍ୟା ସ୍ଥିତି ପାଇଁ ଆସନ୍ତା ୨୧ ତାରିଖରେ ହେବାକୁ ଥିବା ASO ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା । ଏହାପରେ ନୂଆ ତାରିଖ ଘୋଷଣା କରିଥିଲା OPSC । ୨୭ତାରିଖ ଦିନ ASO ପରୀକ୍ଷା ଅନୁଷ୍ଠିତ ହେବ ବୋଲି OPSC ପକ୍ଷରୁ ସୂଚନା ଦିଆଯାଇଥିଲା ।

   Related Posts