Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଠଗଡ: ହଟିଲା କଟକଣା, ନୂଆ ବର୍ଷରୁ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଭକ୍ତ
  • ||
  • ଭୁବନେଶ୍ୱର: ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପନେବ ଗଭୀର ଅବପାତ, ବର୍ଷାରେ ଭିଜିବ ଦକ୍ଷିଣ ଓଡିଶା
  • ||
  • ୧୭ ଜଣିଆ ରଣଜୀ ଟିମ୍ ଘୋଷଣା : ଶୁଭ୍ରାଂଶୁ ସେନାପତି ଅଧିନାୟକ, ୪ ନୂଆ ମୁହଁ
  • ||
  • ପୋଲିସକୁ ସଫଳତା, ନକଲି ସୁନା ଦେଇ ଋଣ କରି ୫୨ ଲକ୍ଷ ଟଙ୍କା ଠକେଇ ଘଟଣାର ପର୍ଦାଫାସ
  • ||
  • ଖଲ୍ଲିକୋଟ ଉଚ୍ଚ ବିଦ୍ୟାଳୟରେ ରାଗିଂ ଘଟଣା, ୭ ଛାତ୍ରଙ୍କୁ ବହିଷ୍କାର କଲେ ଅଧ୍ୟକ୍ଷ
  • ||

ଆସନ୍ତାକାଲିର ରାଶିଫଳ, ଜାଣନ୍ତୁ କେମିତି ରହିବ ଆପଣଙ୍କ ଦିନ

13/06/2022 at 7:18 PM

ମେଷ – ଖଳ ଲୋକମାନଙ୍କ କଥାକୁ ବିଶ୍ୱାସ କରି ନିଜର ଅତି ବିଶ୍ୱସ୍ତ କର୍ମଚାରୀଟିର ମନୋଭାବ ବଦଳି ଯାଇପାରେ ।କର୍ମକ୍ଷେତ୍ରରେ ଏବଂ ପରିବାର ମଧ୍ୟରେ ନିଜର ପ୍ରତିକ୍ରୀୟା ହଠାତ୍ ପ୍ରକାଶ କରନ୍ତୁ ନାହିଁ । ଅପରାହ୍ନେ ବିଳାସ ବ୍ୟସନ ମଧ୍ୟରେ ସମୟ ଅତିବାହିତ ହେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ଞ୍ଜ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବୃଷ –ଗୁରୁଜନମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ଆପଣଙ୍କ ଚିନ୍ତାଧାରା ଅନୁଯାୟୀ ପାରିପାଶ୍ୱିର୍କ ପରିସ୍ଥିତି ଅନୁକୂଳ ରହିବ । କୌଣସି ନୂତନ କାମରେ ବନ୍ଧୁମାନେ ସହ-ଯୋଗର ହାତ ବଢାଇବେ । ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ମିଥୁନ -ବନ୍ଧୁଙ୍କ ସହାୟତାରେ ପାରିବାରିକ ସମସ୍ୟାର ସରଳ ସମାଧାନ କରିବେ । ଆଜି ଆପଣଙ୍କ ଦିନଟି ଅଶୁଭ । ଅସ୍ଥିରତା ମଧ୍ୟରେ ଦିନ ଗୁଡିକ କଟିବ । କର୍ମକ୍ଷେତ୍ରରେ ବାଧା ଓ ପ୍ରତି ବନ୍ଧକ ଦେଖା ଦେବ । ଆୟ ଉତ୍ତମ ରହିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

କର୍କଟ-ପ୍ରତି କ୍ଷେତ୍ରରେ ଅସ୍ଥିରତା ଲାଗି ରହିବାକୁ ବିଭିନ୍ନ ଦୁଃଭାବନାରେ ମନ ବିଚଳିତ ରହିବ । ଆପଣଙ୍କର ଆଜି ଦିନଟି ଆକାଶ ଛୁଆଁ ଖର୍ଚ୍ଚ ହେବ । କୌଣସି ବ୍ୟକ୍ତି ଦ୍ୱାରା ପ୍ରତାରିକ ହେବେ । ଚାକିରୀରେ ଅସ୍ଥିରତା ଲାଗି ରହିବ । ବ୍ୟବସାୟ ମାନ୍ଦାରେ ଚାଲିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ସିଂହ – ଯାତ୍ରା ସମୟରେ ଅଜଣା ବ୍ୟକ୍ତି ପ୍ରତି ସତର୍କ ରୁହନ୍ତୁ । ପାରିବାରିକ କ୍ଷେତ୍ରରେ ଛୋଟ ସମସ୍ୟାକୁ ନେଇ ବ୍ୟସ୍ତ ହୋଇପାରନ୍ତି । ଭଲରେ ଦିନଟି କଟିବ । କର୍ମକ୍ଷେତ୍ରରେ ଲାଭ ପାଇବେ । ପାରିବାରିକ ଜୀବନ ସୁଖୀ ହେବ । ବ୍ୟବସାୟ ଖୁବ୍ ଭଲରେ ଚାଲିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

କନ୍ୟା – ବିଭିନ୍ନ ସମସ୍ୟା ସାଙ୍ଗକୁ ଖର୍ଚ୍ଚ ବଢିଯିବା କାରଣରୁ ମାନସିକ ସ୍ଥିତି ବିଗିଡି ଯାଇପାରେ । ଅତି ନିଜର ଲୋକଟି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ମଧ୍ୟ ସେହି ବ୍ୟକ୍ତି କାମ କରିବେ ନାହିଁ । ଆପଣଙ୍କ ଦିନଟି ମଧ୍ୟମ ଫଳ ଦେବ । କର୍ମକ୍ଷେତ୍ରରେ ବିଳମ୍ବ ଯୋଗ ଅଛି । ଭ୍ରମଣର ଯୋଗ ରହିଛି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ତୁଳା –ଘର କଥା କହି ମୂଳା ନକ୍ଷତ୍ର ପରିବହନରେ ଆକସ୍ମିକ ସମସ୍ୟାକୁ ଅତି ଚତୁରତା ସହ ସମାଧାନ କରିବେ । ଆଜି ଦିନଟି ମଧ୍ୟମ ରହିବ । କର୍ମକ୍ଷେତ୍ରରେ କ୍ଷତି ଓବା ବିରୁଦ୍ଧାଚରିଣ ଦେଖା ଦେବ । ଦେହ ଭଲ ରହିବ ନାହିଁ । ବ୍ୟବସାୟରେ କ୍ଷତି ହେବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୯ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ବିଛା –ବନ୍ଧୁଙ୍କ ମନୋରଞ୍ଜନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିପାରନ୍ତି । ଶୁଭ ଖବର ମନକୁ ଆହ୍ଲାଦିତ କରିବ । ଆଜି ଆଦୌ ଭଲ ଦିନ ନୁହେଁ । କର୍ମ ରେ ଅବହେଳା ଦେଖା ଦେବ । ରାଗ କ୍ରୋଧ ବଢିବ । ବ୍ୟବସାୟରେ କ୍ଷତିର ଆଶଙ୍କା ଅଛି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ଧନୁ – ବନ୍ଧୁଙ୍କ ରୁଗଣ୍ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିପାରନ୍ତି ।ଦିନଟି ଶୁଭରେ କଟିବ । ବିବାଦୀୟ ଘଟଣାରୁ ଓହରି ଆସିବେ । ଦେହ ଓ ମନ ସୁସ୍ଥ ରହିବ । ପାରିବାରିକ ଜୀବନରେ ପ୍ରୀତିହାନୀ ଘଟିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମକର –ଭୁଲ୍ ବୁଝାମଣା କାରଣରୁ ଅରି ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍ ବୁଝିବେ । ଆଜି ଦିନଟି ଖୁବ୍ ଭଲ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ଚାକିରୀରେ ପ୍ରତିଷ୍ଠା ଲାଭ ଯୋଗ ଅଛି । ବ୍ୟବସାୟରୁ ଉତ୍ତମ କାଭ ପାଇବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।

କୁମ୍ଭ – ଆର୍ଥିକ ଅନଟନର ସମ୍ମୁଖୀନ ହେବାକୁ ପଡିପାରେ । ବିନା ଆହ୍ୱାନରେ ଅନ୍ୟର ଭଲ କରିବାକୁ ଯାଇ ଅପଦସ୍ଥ ହୋଇପାରନ୍ତି । ଶତଭିକ୍ଷା ନକ୍ଷତ୍ର ବିନା କାରଣରୁ କଳହକୁ ନିୟନ୍ତ୍ରଣ କରିପାରନ୍ତି ।ଆପଣଙ୍କର ଆଜି ଦିନଟି ମଧ୍ୟମ ରହିବ । ଛାତ୍ରଛାତ୍ରୀମାନେ ପାଠପଢାରେ ମନ ଦେବେ । ବ୍ୟବସାୟରେ ଲାଭ ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ମୀନ -ହଠାତ୍ ଯାତ୍ରା କରିବାକୁ ମନସ୍ଥ କରି ବାଟରୁ ଫେରି ଆସିବାକୁ ପଡିପାରେ । ଆପଣଙ୍କ ଦିନଟି ଭଲ ନୁହେଁ । କର୍ମରେ ବିଳମ୍ବ ହେବ । ଆୟ ହ୍ରାସ ପାଇବ,ବିବାଦୀୟ ଘଟଣାରେ ପରାଜୟ ଓ ବନ୍ଧୁହାନୀ ଯୋଗ । ବ୍ୟବସାୟରେ ଫଳ ମଧ୍ୟମ ଅଟେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୧ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

   Related Posts