ବୁଧବାରର ରାଶିଫଳ; ସାଧାରଣ କଥାକୁ କେନ୍ଦ୍ର କରି ବିବାଦ ବଢିପାରେ, ସହକର୍ମୀଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ

Published By : Prameya-News7 Bureau | June 14, 2022 IST

ମେଷ – ପରିବାରରେ ସାଧାରଣ କଥାକୁ କେନ୍ଦ୍ର କରି ବିବାଦ ବଢିପାରେ । ସ୍ୱଗୃହୀ ଶୁକ୍ର ପ୍ରଭାବରେ ଆରୋଗ୍ୟଲାଭ କରିବେ ଏବଂ ବନ୍ଧୁଙ୍କ ପରାମର୍ଶରୁ ଆଶ୍ୱସ୍ତି ଲାଭ କରିପାରନ୍ତି । ବନ୍ଧୁ ସମ୍ପର୍କରେ ଉନ୍ନତି ଘଟିବ ଏବଂ ଫଳପ୍ରଦ ଆଲୋଚନା ହୋଇପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୭ ।

 ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

 ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

 ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

 କର୍ମଜୀବି- ପ୍ରଶଂସିତ ହେବେ ।

 ବ୍ୟବସାୟୀ- ଅର୍ଥ ହାନୀ ହେବ ।

 ଗୃହିଣୀ- ସୁଖ ଅନୁଭବ କରିବେ ।

ବୃଷ –ଅଧସ୍ଥନ କର୍ମଚାରୀଙ୍କୁ ଅସହ୍ୟ କଟୁକଥା ପ୍ରୟୋଗ କଲେ ନିଜକୁ ହିଁ ଅପମାନିତ ହେବାକୁ ପଡିବ ।  ପରିସ୍ଥିତି ବିଶେଷ ଭଲ ନ ଥିବା ହେତୁ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍ ବୁଝିବେ । ସାଧାରଣ କଥାରେ କୌଣସି ବ୍ୟକ୍ତିଙ୍କ ସହ ମତାନ୍ତର ଘଟିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।

 ଚାଷୀ- ଜଳ ସଞ୍ଚୟ କରନ୍ତୁ ।

 ରୋଗୀ- ସୁସ୍ଥ ଅନୁଭବ କରିବେ ।

 ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

 କର୍ମଜୀବି- ସମ୍ମାନିତ ହେବେ ।

 ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

 ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ - ଅନ୍ୟମାନେ ଖାଲରେ ପକାଇବାକୁ ଚେଷ୍ଟା କଲେ ମଧ୍ୟ ସଫଳ ହେବେ ନାହିଁ । ଉତ୍ତର ଭାଦ୍ରବ ନକ୍ଷତ୍ର କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ । ନିର୍ମାଣାଧୀନ କାମ ଓ ଅନୁଷ୍ଠାନିକ କାମରେ କେତେକ ବ୍ୟତିକ୍ରମ ସୃଷ୍ଟି ହେବାର ସୂଚନା ରହିଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।

 ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

 ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

 କର୍ମଜୀବି- ଅର୍ଥ ହାନୀ ହେବ ।

 ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।

 ଗୃହିଣୀ- ସୁଖୀ ହେବେ ।

 ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

କର୍କଟ – ମାନସିକ ସ୍ଥିତିକୁ ବିଚଳିତ କରିପାରେ । ବୁଧବାର ସକାଳୁ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ହୋଇଯିବେ । ବକେୟା ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ  ପରାମର୍ଶ କାମକୁ ଆସିବ । ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

 ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

 ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

 ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।

 କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

 ବ୍ୟବସାୟୀ- ସଫଳତା ମିଳିବ ।

 ଗୃହିଣୀ- ସୁଖଭାରା ଦିନଟି ।

ସିଂହ – ସମାଜକଲ୍ୟାଣ କାର୍ଯ୍ୟରେ, ଆନୁଷ୍ଠାନିକ କ୍ଷେତ୍ରରେ, ସଭାସମିତିରେ ସାମିଲ ହେଲେ ସମ୍ମାନିତ ହେବେ । ଦୂରସ୍ଥ ସନ୍ତାନଙ୍କ ପାଇଁ ମାନସିକ ଅସ୍ଥିରତା ସୃଷ୍ଟି ହୋଇପାରେ । ଅତୀତର ଘଟଣା ଗୁଡିକର ସମୀକ୍ଷା କରି ଚିନ୍ତିତ ରହିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।

 ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

 ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

 ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

 କର୍ମଜୀବି- ସମ୍ମାନିତ ହେବେ ।

 ବ୍ୟବସାୟୀ- ବିଜୟୀ ହେବେ ।

 ଗୃହିଣୀ- ମାନସିକ ଶାନ୍ତି ପାଇବେ ।

କନ୍ୟା – ଯେଉଁଥି ପାଇଁ ଚିନ୍ତା କରୁଥିଲେ ଆଜି ସନ୍ଧ୍ୟାରେ ତାହା ପାଇବେ । ଟଙ୍କା ବାକି ରଖିଥିବା ଲୋକଟି ଘରକୁ ଆସି ଟଙ୍କା ଦେଇଯାଇପାରେ । ଅନ୍ୟମାନଙ୍କ କଥାରେ ପ୍ରଭାବିତ ହୋଇ ମତାନ୍ତରରୁ ବିତର୍କ ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।

 ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

 ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

 ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

 କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

 ବ୍ୟବସାୟୀ- ଅର୍ଥ ଲାଭ ହେବ ।

 ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ତୁଳା – ବୁଧବାର ଆନନ୍ଦ ଅନୁଭବ କରିବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ । ଅଧିକାଂଶ ପରିସ୍ଥିତିରେ କିଛିଟା ସମସ୍ୟାର ସାମ୍ନା କରିବେ । ଟଙ୍କା ବାକି ରଖିବା ଲୋକଟି ଘରକୁ ଆସି ଟଙ୍କା ଦେଇଯାଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।

 ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

 ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।

 ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

 କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

 ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

 ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ବିଛା – ଘରୋଇ କଥାରେ ଆତ୍ମୀୟମାନଙ୍କୁ ନିଜର ଅସୁବିଧା ଜଣାଇ ସାହାଯ୍ୟ ଭିକ୍ଷା କରିବେ । ଅଫିସରେ ଭାବପ୍ରବଣବଶତଃ ପ୍ରତିକ୍ରିୟା ହଠାତ୍ ପ୍ରକାଶ କରିବା ଠିକ୍ ହେବ ନାହିଁ । ପରିବହନ ସମସ୍ୟାରେ ଜନିତ ହୋଇପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।

 ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

 ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।

 ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।

 କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

 ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

 ଗୃହିଣୀ- ଧାର୍ମିକ ହେବେ ।

ଧନୁ – ଯୋଗାଯୋଗ କାମ ସାମାନ୍ୟ ବ୍ୟତିକ୍ରମ ମଧ୍ୟରେ ସମ୍ପନ୍ନ ହେବ । ବିଭିନ୍ନ ସମସ୍ୟା ଓ ପ୍ରତିବନ୍ଧକ ଭିତରେ ଚଳିବାକୁ ବାଧ୍ୟ ହେବେ । ଆଶା କରିଥିବା ଦ୍ରବ୍ୟ ଲାଭ ହେବ । ପରିବହନ, ଆମଦାନୀ କାରବାର କ୍ଷେତ୍ରରେ ନିଜ ନିଜର ସ୍ଥାନରେ ବେଶ୍ ଖୁସି ରହିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।

 ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

 ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।

 ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

 କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।

 ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

 ଗୃହିଣୀ- ସୁଖୀ ହେବେ ।

ମକର – ବହୁତ ଦିନରୁ ଚିନ୍ତା କରିଥିବା କାମଟିକୁ ଆଜି ସମ୍ପନ୍ନ କରିବେ । ଆଜି କାମ ହାସଲ ସକାଶେ ବନ୍ଧୁଙ୍କ କଥାକୁ ପ୍ରାଧାନ୍ୟ ଦେବା ଭଲ । ଘରୋଇ କଳହରୁ ମଧ୍ୟ ରକ୍ଷା ପାଇପାରିବ । ବାଣିଜ୍ୟ, ବ୍ୟବସାୟ, ନିର୍ମାଣ ଓ ପରିବହନରୁ ଲାଭବାନ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।

 ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

 ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

 ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

 କର୍ମଜୀବି- ପ୍ରମୋସନ୍ ମିଳିବ ।

 ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

 ଗୃହିଣୀ- ସଦିଚ୍ଛା ଭାବ ରହିବ ।

କୁମ୍ଭ  - ବହୁତ ଦିନରୁ ଚିନ୍ତା କରିଥିବା କାମଟିକୁ ଆଜି ସମ୍ପନ୍ନ କରିବେ । କର୍ମକ୍ଷେତ୍ରରେ ଯୁକ୍ତିତର୍କ ହେତୁ ବନ୍ଧୁଙ୍କ ସହ ସମ୍ପର୍କ ବ୍ୟାହତ ହୋଇପାରେ । ଆଜି ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ଘାତପ୍ରତିଘାତ ମଧ୍ୟ ଦେଇ ଗତି କରିବେ । ପରିବାରରେ ସନ୍ଦେହ ଓ ଭୁଲ୍  ବୁଝାମଣା ହେତୁ ସମସ୍ୟା ବଢିପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୪ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ପ୍ରମୋସନ୍ ମିଳିବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୁଖଭାରା ଦିନଟି ।

ମୀନ - ସାମ୍ବାଦିକତା କ୍ଷେତ୍ରରେ ଗୌରବାନ୍ୱିତ ହେବେ । ଆଜି ଯେକୌଣସି ପରିସ୍ଥିତିକୁ ସାମ୍ନା କରିବାକୁ ଚେଷ୍ଟା କରନ୍ତୁ । ଯାତ୍ରା, ବ୍ୟବସାୟ, ମାଲିମୋକଦ୍ଦମା, ସଂଗଠନ କ୍ଷେତ୍ରରେ କିଛିଟା ସମସ୍ୟା ଦେଖା ଦେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଅସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.