suno sunao
Hari omm 2
hari om films
suno sunao new
HARI-OMM_728X90_B
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ଲାଞ୍ଚ ନେବାବେଳେ ମାଡ଼ି ବସିଲେ ଅଧିକାରୀ
  • ||
  • ନିଶ୍ଚିନ୍ତକୋଇଲି: ଜୁଏଲାରୀ ଦୋକାନରୁ ଚୋରି, ତାଲା ଭାଙ୍ଗି ଲୁଟିନେଲେ ୧୯ ଲକ୍ଷରୁ ଅଧିକ ସୁନା ଗହଣା
  • ||
  • ପୁରୀ: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ନୀତି ବିଳମ୍ବ, ଦର୍ଶନ ନପାଇ ଭକ୍ତ ଅସନ୍ତୋଷ
  • ||

ପେଟ୍ରୋଲ ପମ୍ପ କର୍ମଚାରୀଙ୍କଠାରୁ ୧୫ ଲକ୍ଷ ଲୁଟ

1/10/2018 at 2:11 PM

ଖୋର୍ଦ୍ଧା ୧/୧୦ : ଖୋର୍ଦ୍ଧା ପେଟ୍ରୋଲ ପମ୍ପ କର୍ମଚାରୀଙ୍କଠାରୁ ୧୫ ଲକ୍ଷ ଲୁଟ ହୋଇଛି | ଏନଏଚ -୧୬ ଛତ୍ରମା ଛକ ନିକଟରୁ ଲଡୁକିଶୋର ସାହୁଙ୍କ ଠାରୁ ଲୁଟ ହୋଇଛି | ଦୁଇ ଜଣ ଦୁର୍ବୁର୍ତ୍ତ ଏକ ବାଇକରେ ଆସି ଲୁଟି ନେଇଥିଲେ | ସେ ବ୍ୟାଙ୍କକୁ ଟଙ୍କା ଜମା କରିବାକୁ ଯାଉଥିବା ବେଳେ ୧୫ ଲକ୍ଷ ଝାମ୍ପି ନେଇଥିଲେ ଦୁର୍ବୁର୍ତ୍ତ | ଖୋର୍ଦ୍ଧା ସଦର ଥାନାରେ ଲଡୁକିଶୋର ସାହୁ ଏତଲା ଦେଇଛନ୍ତି | ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଂଚି ଛାନଭିନ କରୁଛି |

   Related Posts