ChampionMaganna_WebBanner_728X90
ChampionMaganna_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ORHDC ଦୁର୍ନୀତି ମାମଲା, IAS ବିନୋଦ କୁମାରଙ୍କ ସହ ୬ ଜଣଙ୍କୁ ଜେଲ୍‌ଦଣ୍ଡ ଶୁଣାଇଲେ ସ୍ପେଶାଲ୍‌ ଜଜ୍‌
  • ||
  • ଫିରୋଜାବାଦରେ ଛାତିଥରା ଅଗ୍ନିକାଣ୍ଡ, ଜିଅନ୍ତା ଜଳିଗଲେ ପରିବାରର ୬ଜଣ
  • ||
  • କୁହୁଡ଼ି ନେଲା ଜୀବନ; ରାସ୍ତା ଦେଖାନଯିବାରୁ ବସ୍‌କୁ ପିଟିଲା ଟ୍ରକ୍, ଦୁର୍ଘଟଣାରେ ଚାଲିଗଲା ୬ ଜୀବନ
  • ||
  • ଇଡିରେ ହାଜର ହେଲେ ଅବିନାଶ ପ୍ରିୟଦର୍ଶୀ, ସୁପ୍ରିମ ଅଟୋ ମୋବାଇଲ ମୁଖ୍ୟ ପରିଚାଳକ ହେଲେ ଅବିନାଶ
  • ||

ଖାତକୁ ଖସିଲା ଯାତ୍ରୀବାହୀ ବସ୍ , ୧୫ଯାତ୍ରୀ ଆହତ

31/12/2019 at 3:00 PM

ବିଲାସପୁର ୩୧।୧୨: ହିମାଚଳ ପ୍ରଦେଶ ବିଲାସପୁର ନିକଟରେ ଏକ ଖାତକୁ ଖସିଲା ବସ୍ । ରାସ୍ତାରେ କଡରେ ଥିବା ଖାତକୁ ବସ୍ ଖସିପଡିବା ଦ୍ବାରା ୧୫ଜଣ ଯାତ୍ରୀ ଆହତ ହୋଇଛନ୍ତି । ଦୁର୍ଘଟଣା ଘଟିବା ସମୟରେ ବସ୍‌ରେ ୫୭ଜଣ ଯାତ୍ରୀ ଯାତ୍ରା କରୁଥିଲେ । ଘଟଣାସ୍ଥଳରେ ସ୍ଥାନୀୟଲୋକ ଓ ପ୍ରଶାସନ ପହଞ୍ଚି ବସ୍‌ରୁ ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା  ଯାତ୍ରୀଙ୍କ ମଧ୍ୟରେ ଆହତ ଥିବା ଯାତ୍ରୀଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରଯାଇଛି ।

   Related Posts