ଶୁକ୍ରବାର ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ
14/04/2022 at 8:24 PM

ମେଷ– ଆଜିର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମନା କରିବାକୁ ପଡିପାରେ । ସମ୍ମୁଖୀରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାର କଥା କହୁଥିବାର ଶୁଣିବାକୁ ପାଇବେ । ଆର୍ଥିକ ସ୍ଥିତି ଦୁର୍ବଳ ହେତୁ ତାହା ହିଁ ଚିନ୍ତାର କାରଣ ହୋଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ-ବିଦ୍ୟାରେ ମନ ଦେବେ ।
କର୍ମଜୀବି-ଅର୍ଥ ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖୀ ହେବେ ।
ବୃଷ – ଆଜିର କାମରେ ପଡୋଶୀ ସହ-ଯୋଗର ହାତ ବଢାଇବେ । ଆଲୋଚନା କ୍ଷେତ୍ରରେ କାର୍ଯ୍ୟ ବ୍ୟସ୍ତତା ଯୋଗୁ କେତେକ କାମ ଠିକ୍ ସମୟରେ କରି ପାରିବେ ନାହିଁ । ଅପରାହ୍ନରେ ଆନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
ଗୃହିଣୀ-ସୁଖ ଅନୁଭବ କରିବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ-ବ୍ୟାୟାମ୍ କରନ୍ତୁ ।
ରୋଗୀ-ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ମିଥୁନ – ଅଶାନ୍ତି ଓ ରାଗକୁ ନିୟନ୍ତ୍ରଣରେ ନ ରଖିଲେ ତିକ୍ତତା ସୃଷ୍ଟି ହୋଇପାରେ । କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହ-ଯୋଗ ପାଇବେ ଓ କାମଟି ମଧ୍ୟ କରିବେ । ସ୍ତ୍ରୀଙ୍କ ସୌହାର୍ଦ୍ଦ୍ୟରୁ ପାରିବାରିକ ଜୀବନ ସୁଖରେ କଟିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
କର୍କଟ – ଭାଇ, ବନ୍ଧୁ ଓ କୁଟୁମ୍ବଙ୍କ ସହ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହୋଇପାରେ । ମଧ୍ୟାହ୍ନରେ ଜଣେ ପ୍ରତିଷ୍ଠାବାନ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆତ୍ମବିଭୋର ହୋଇପାରନ୍ତି । ମାଲିମିକଦ୍ଦମାରେ ଜୟ ଲାଭ କରିବାର ଆଶା କ୍ରମଶଃ ବୃଦ୍ଧି ପାଇପାରେ ।ଶୁଭ ରଙ୍ଗନୀଳ । ଶୁଭ ଅଙ୍କ ୩ ।
ଗୃହିଣୀ-ସୁଖ ଅନୁଭବ କରିବେ ।
ବ୍ୟବସାୟୀ-ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି-କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।
ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ସିଂହ – ସମସ୍ୟା ଭିତରେ ଗତି କରି ମଧ୍ୟ ପଛକୁ ଫେରିବା ଚିନ୍ତା କରିବେ ନାହିଁ । ବନ୍ଧୁ କିମ୍ବା ସହକର୍ମୀଙ୍କ କଥାରେ ପ୍ରଭାବିତ ହୋଇ କୌନସି ନୂତନ କାମ କରିପାରନ୍ତି । ପରିବାରବର୍ଗଙ୍କ ସହାୟତା ପାଇବେ ଓ ଆନନ୍ଦ ମନରେ କାମ କରିବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୯ ।
ଗୃହିଣୀ- ସୁବିମଳ କୀର୍ତ୍ତିର ଅଧିକାରୀ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
କର୍ମଜୀବି- ସରକାରୀ ସ୍ତରରୁ ଲାଭ ଉଠାଇବେ ।
ଛାତ୍ରଛାତ୍ରୀ- ଥଣ୍ଡା କାଷ ହୋଇପାରେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
କନ୍ୟା – ଆଜି ଦିନଟିରେ କିଛି ପାଇବାର ଆଶା ରଖିଲେ କିଛି ଦେବା ପାଇଁ ଚେଷ୍ଟା କରନ୍ତୁ । ଜମା ପଡୁ ନ ଥିବା ବନ୍ଧୁ କିମ୍ବା ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ । ବ୍ୟବସାୟ କ୍ଷେତ୍ରରେ ଅଧିକ କିଛି ଆଶା ମନରେ ଦୁଃଖ ଦେଇପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
ଗୃହିଣୀ-ସୁଖୀ ହେବେ ।
ବ୍ୟବସାୟୀ-ସଫଳତା ମିଳିବ ।
କର୍ମଜୀବି-ସହଯୋଗ ମିଳିବ ।
ଛାତ୍ରଛାତ୍ରୀ-ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ତୁଳା – ଶତ୍ରୁ ଠାରୁ ଦୂରତା ରଖି କାମ କରିବା ଭଲ । ଅଫିସ କାମରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେବ ମାତ୍ର ଆପଣଙ୍କୁ ଅନ୍ୟମାନେ ସାହାର୍ଯ୍ୟ କରିବେ । ପରିବାରରେ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢିଯାଇପାରେ । ଅର୍ଥନ ସମ୍ବନ୍ଧିତ କାମରେ ସଫଳତା ପାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
ଗୃହିଣୀ- ପରକୁ ଆପଣାର କରିବେ ।
ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।
ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ବିଛା – ଯାହା ଦୀର୍ଘ ଦିନରୁ ହୋଇ ପାରି ନ ଥିଲା ଆଜି ଆକସ୍ମିକ ଭାବରେ ତାହା ହୋଇଯିବ । ବନ୍ଧୁଙ୍କ ନିକଟରୁ ଯେତେ ପାଇଲେ ମଧ୍ୟ ଆହୁରି ଅଧିକ ଇବା ସକାଶେ ବ୍ୟାକୁଳତା ପ୍ରକାଶ କରିବେ । ସହକର୍ମୀମାନଙ୍କ ତରଫରୁ ସମସ୍ୟା ଆସିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଚାଷୀ-ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ-ବିଜ୍ଞ ହେବେ ।
କର୍ମଜୀବି-ସହଯୋଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ଧନୁ – କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମକ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ । ଆର୍ଥିକ ଦିଗରୁ କିଛିଟା ସମସ୍ୟା ଲାଗି ରହିବ, ଅବଶ୍ୟ ସମାଧାନର ପନ୍ଥା ଖୋଜି ପାଇବେ । ଅଫିସରେ ସହକର୍ମୀମାନଙ୍କ ସହ ମିଷ୍ଟାଳାପରେ ମାତି ରହିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
ବ୍ୟବସାୟୀ-ନୂଆ ଡିଲ୍ ମିଳିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ-ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ମକର – ଆଜି କୋନସି ବ୍ୟକ୍ତି ଠାରୁ ହଠାତ୍ କିଛି ଖବର ପାଇ ବିଚଳିତ ବୋଧ କରିବେ । ଉପରିସ୍ଥ ଅଧିକାରିମାନେ କାମହାସଲ ସକାଶେ ଆପଣଙ୍କ ସହ-ଯୋଗ ଲୋଡିପାରନ୍ତି । ଅସାବଧାନତା ହେତୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ । ଶୁଭ ରଙ୍ଗ ପିଙ୍କ୍ । । ଶୁଭ ଅଙ୍କ ୮ ।
ଚାଷୀ-ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ-ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ-ଅର୍ଥ ହାନୀ ହେବ ।
ଗୃହିଣୀ-ସୁଖ ଅନୁଭବ କରିବେ ।
କୁମ୍ଭ- ସ୍ୱାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବ । ଅଫିସରେ ସାଧାରନ କଥାରେ ହଠାତ୍ କଳହ ସୃଷ୍ଟି ହୋଇପାରେ । କଳହ, ଧନହାନି, ପରିବହନରେ ତର୍କ ବିତର୍କ ଓ ସାଧାରଣ କଥାକୁ କେନ୍ଦ୍ର କରି ପାଟିତୁଣ୍ଡ ଲାଗି ରହିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
କର୍ମଜୀବି-ପ୍ରମୋସନ୍ ମିଳିବ ।
ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ-ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ-ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ମୀନ – କର୍ମକ୍ଷେତ୍ରରେ ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି । ପରିବାର ଭିତରେ ଅଯଥା ବ୍ୟସ୍ତତା ପ୍ରକାଶ କରି ସମାଲୋଚିତ ହେବେ । ପରିସ୍ଥିତିବଶତଃ ଧାର,କରଜ କରି ଆବଶ୍ୟକତାକୁ ଚଳାଇ ନେବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ଞ୍ଜ ।
ଚାଷୀ-ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ନୂଆବସ୍ତ୍ର ଲାଭ ହେବ ।