ବାହାନଗା ଟ୍ରାଜେଡି ପାଇଁ ୧.୯୫ କୋଟି ଅଧିକ ଟଙ୍କା ମଞ୍ଜୁର, ୭ ଜିଲ୍ଲାର ମୃତକଙ୍କ ଆତ୍ମୀୟଙ୍କୁ ସହାୟତା ପ୍ରଦାନ

ଭୁବନେଶ୍ୱର ୦୬/୦୬: ବାହାନଗା ରେଳ ଦୁର୍ଘଟଣାରେ ଚିହ୍ନଟ ହୋଇଥିବା ଓଡିଶାର ୩୯ ମୃତକଙ୍କ ପାଇଁ ଅନୁଦାନ । ୧.୯୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୭ ଟି ଜିଲ୍ଲାର ମୃତକଙ୍କ ନିକଟତମ ଆତ୍ମୀୟଙ୍କୁ ଏହି ସହାୟତା ରାଶି ପ୍ରଦାନ କରାଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାହାନଗା ଟ୍ରେନ ଦୁର୍ଘଟଣାରେ ଏ ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ଓଡିଶାର ୩୯ ଜଣ ମୃତକଙ୍କ ପାଇଁ ୧.୯୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି । … Continue reading ବାହାନଗା ଟ୍ରାଜେଡି ପାଇଁ ୧.୯୫ କୋଟି ଅଧିକ ଟଙ୍କା ମଞ୍ଜୁର, ୭ ଜିଲ୍ଲାର ମୃତକଙ୍କ ଆତ୍ମୀୟଙ୍କୁ ସହାୟତା ପ୍ରଦାନ