AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଝାରସୁଗୁଡା:୮ ଦିନ ପରେ ବି ନବ ଦାସଙ୍କ ହତ୍ୟା ଘଟଣାରେ ପୋଲିସର ହାତ ଖାଲି
  • ||
  • ଭୂକମ୍ପରେ ଥରିଲା ତୁର୍କୀ, ରିକ୍ଟର ସ୍କେଲରେ ୭.୮ର ତ୍ରୀବତା ରେକର୍ଡ
  • ||

ଚଳିତ ବର୍ଷ ବୈତରଣୀ ନଦୀରେ ପ୍ରଥମ ବନ୍ୟା, ନଦୀ କୂଳିଆ ଗାଁ ପାଣି ଘେରରେ

16/08/2022 at 10:49 AM

ଯାଜପୁର ରୋଡ୍ : ଚଳିତ ବର୍ଷ ବୈତରଣୀ ନଦୀରେ ପ୍ରଥମ ବନ୍ୟା ଆସିଛି । ଫଳରେ ଯାଜପୁର ଜିଲ୍ଲାର ଯାଜପୁର ଓ ଦଶରଥପୁର ଆଦି ବ୍ଲକର ବିଭିନ୍ନ ପଞ୍ଚାୟତ ପ୍ରଭାବିତ ହୋଇଛି । ସୋମବାର ରାତିରୁ ନଦୀର ଜଳସ୍ତର କ୍ରମଶଃ ହ୍ରାସ ପାଉଥିବା ବେଳେ ଏବେବି ବହୁ ନଦୀ କୂଳିଆ ଗାଁ ପାଣି ଘେରରେ ରହିଛି। ଗାଁ ଦାଣ୍ଡରେ ଲହଡ଼ୀ ମାରୁଛି ବନ୍ୟାଜଳ । ଲୋକଙ୍କ ଘରେ ବନ୍ୟାଜଳ ପ୍ରବେଶ କରିଥିବାରୁ ଲୋକେ ଉଚ୍ଚା ସ୍ଥାନ ଯଥା ନଦୀ ବନ୍ଧ ଓ ରାସ୍ତା ଉପରେ ଆଶ୍ରୟ ନେଇଛନ୍ତି ।

   Related Posts