Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୮୦ କୋଭିଡ୍ ପଜିଟିଭ୍
  • ||
  • ଗୁରୁବାରଠୁ ରାଜ୍ୟରେ ପ୍ରବଳ ବର୍ଷା, ୧୯ ଓ ୨୦ ପାଇଁ ଜାରି ହେଲେ ୟେଲୋ ଓ୍ୱାର୍ଣ୍ଣିଂ
  • ||
  • ଜଳେଶ୍ୱର: ତ୍ରୀର୍ଥଯାତ୍ରୀ ବସ୍‌କୁ ପିଟିଲା ମାଲବାହୀ ଟ୍ରକ୍, ଜଣେ ମୃତ ଓ ୪ ଗୁରୁତର
  • ||
  • ମୟୁରଭଞ୍ଜ: ଆଇଟିଆଇ କଲେଜରେ ଆଦିବାସୀ ଛାତ୍ରଙ୍କୁ ମାଡ ଘଟଣା, ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡାକରା
  • ||
  • ବିଜେପିରେ ବଡ ଧରଣର ପରିବର୍ତ୍ତନ, ସଂସଦୀୟ ବୋର୍ଡରୁ ହଟିଲେ ଗଡକରୀ ଓ ଚୌହାନ
  • ||

ଭଦ୍ରକରେ ପୃଥକ ପୃଥକ ସ୍ଥାନରେ ଦୁର୍ଘଟଣା ; ୨ଜଣ ମୃତ, ଜଣେ ଗୁରୁତର

26/11/2018 at 5:26 PM

ଚାନ୍ଦବାଲି ୨୬|୧୧:  ଭଦ୍ରକ-ଚାନ୍ଦବାଲି ମୁଖ୍ୟ ରାସ୍ତା ପିରାହାଟ କାନପୁର ଘୁସୁରା ନିକଟରେ ବାଇକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକ ତେନ୍ତୁଳିଡିହି ଗଁ।ର ପିଣ୍ଟୁ ସାହୁ । ଗୁରୁତର ଶୈଳେନ୍ଦ୍ର ବେହେରା କଟକ ମେଡିକାଲ ସ୍ଥାନାନ୍ତରିତ ହୋଇଛନ୍ତି । ସେହିପରି ଦିଗଛିଆ ବଜାର ନିକଟରେ ଖେରଙ୍ଗ ଗଁ।ର ପ୍ରଦୀପ ମାଝୀଙ୍କର ମଧ୍ୟ ଦୁର୍ଘଟଣାର ମୃତ୍ୟୁ ହୋଇଛି ।

   Related Posts