oroinfra
maganna
anutap
FileReOpen
TASTEtheBEST
EVOS_WebBanner_728X90
oroinfra
ChampionMaganna_WebBanner_728X90
Anutap_WebBanner_728X90
FileReOpen_WebBanner_728X90
TASTEtheBEST_WebBanner_728X90
EVOS_WebBanner_728X90
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫାଷ୍ଟଫୁଡ୍ ଦୋକାନରୁ ମାଲିକଙ୍କ ମୃତଦେହ ଉଦ୍ଧାର, ତଦନ୍ତ ଆରମ୍ଭ କଲା ପୋଲିସ୍‌
  • ||
  • ରାୟଗଡ଼ା : ଗୁମ୍ମା ଘାଟିରେ ଦୁର୍ଘଟଣା : ସ୍ୱାମୀ ମୃତ, ସ୍ତ୍ରୀ ଏବଂ ପୁଅ ଗୁରୁତର
  • ||
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୯ କୋଭିଡ୍ ପଜିଟିଭ୍
  • ||
  • ମେକ୍ସିକୋ ଧୁଆଁଧାର ଫାୟାରିଂ: ୭ ପୋଲିସ କର୍ମଚାରୀ, ମେୟରଙ୍କ ସମେତ ୧୮ ଜଣଙ୍କ ମୃତ୍ୟୁ
  • ||
  • ଜଲପାଇଗୁଡ଼ିରେ ଦୁର୍ଗା ଭସାଣି ବେଳେ ଫ୍ଲାସ ଫ୍ଲଡ୍, ବନ୍ୟାରେ ଭାସି ୭ ମୃତ
  • ||

ଫସଲ ଖାଇବାକୁ ଆସିଥିବା ବେଳେ ୨ ଦନ୍ତାହାତୀଙ୍କ ମଧ୍ୟରେ ଲଢ଼େଇ

1/11/2021 at 10:14 PM

ସୁନ୍ଦରଗଡ, ୧/୧୧: ସୁନ୍ଦରଗଡ ଉଜ୍ଜଳପୁର ଫରେଷ୍ଟ ରେଞ୍ଜକିଞ୍ଜୀରି କେଲା ଉଦପଡାରେ ଗାଁରେ ୨ଟି ଦନ୍ତାହାତୀଙ୍କ ମଧ୍ୟରେ ଲଢ଼େଇ ହେଉଥିବା ଦେଖିବାକୁ ମିଳିଛି । ଗାଁ ନିକଟରେ ହାତୀ ଲଢ଼େଇ ଦେଖିବାକୁ ଲୋକଙ୍କ ଭିଡ ଜମିଥିଲା । ଗତ କିଛିଦିନ ହେବ ହାତୀପଲ ଗାଁ ନିକଟ ଜଙ୍ଗଲରେ ରହିଥିବା ଦେଖିବାକୁ ମିଳିଛି ।

ଏହି ହାତୀ ପଲରେ ୨୦ଟି ହାତୀ ରହିଛନ୍ତି । ଗାଁକୁ ରାତିରେ ହାତୀ ଆସୁଥିବାରୁ ଲୋକେ ଭୟଭୀତ ରହିଛନ୍ତି । ଗାଁରେ ବନବିଭାଗ ପହଞ୍ଚି ହାତୀଙ୍କୁ ଘଉଡାଇବା ପାଇଁ ଉଦ୍ୟମ କରୁଛି ।

   Related Posts