Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୮୦ କୋଭିଡ୍ ପଜିଟିଭ୍
  • ||
  • ଗୁରୁବାରଠୁ ରାଜ୍ୟରେ ପ୍ରବଳ ବର୍ଷା, ୧୯ ଓ ୨୦ ପାଇଁ ଜାରି ହେଲେ ୟେଲୋ ଓ୍ୱାର୍ଣ୍ଣିଂ
  • ||
  • ଜଳେଶ୍ୱର: ତ୍ରୀର୍ଥଯାତ୍ରୀ ବସ୍‌କୁ ପିଟିଲା ମାଲବାହୀ ଟ୍ରକ୍, ଜଣେ ମୃତ ଓ ୪ ଗୁରୁତର
  • ||
  • ମୟୁରଭଞ୍ଜ: ଆଇଟିଆଇ କଲେଜରେ ଆଦିବାସୀ ଛାତ୍ରଙ୍କୁ ମାଡ ଘଟଣା, ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡାକରା
  • ||
  • ବିଜେପିରେ ବଡ ଧରଣର ପରିବର୍ତ୍ତନ, ସଂସଦୀୟ ବୋର୍ଡରୁ ହଟିଲେ ଗଡକରୀ ଓ ଚୌହାନ
  • ||

ବିସ୍ଫୋରକ ବୋଝେଇ ୨ଟି ଟ୍ରକ୍ ଜବତ ; ୨ଅଭିଯୁକ୍ତ ଅଟକ

22/12/2018 at 2:37 PM

କୋରାପୁର ୨୨|୧୨: ବିସ୍ଫୋରକ ଟ୍ରକ ଜବତ । ଆନ୍ଧ୍ରରୁ ସେମିଳିଗୁଡା ଚାଲାଣ ହେଉଥିବା ବିପୁଳ ପରିମାଣର ବିସ୍ପୋରକ ସାମଗ୍ରୀ ବୋଝେଇ ୨ଟି ଗାଡି ଜବତ କରାଯାଇଛି । ବେଆଇନ ବିସ୍ଫୋରକ ଚାଲାଣ ଅଭିଯୋଗରେ ସେମିଳିଗୁଡାର ୩ ଓ ଆନ୍ଧ୍ରର ୨ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚରା କରୁଛି ପୁଲିସ । ରାତିରେ ପାଟ୍ରୋଲିଂ କରୁଥିବା ବେଳେ ଏହି ଦୁଇଟି ବିସ୍ପୋରକ ବୋଝେଇ ଟ୍ରକକୁ ଧରିଲା ପଟାଙ୍ଗି ପୁଲିସ ।

   Related Posts