vridhi excotica
ori homes
vridhi excotica
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ, ମୋଟ୍ ପାସ୍ ହାର ୯୦.୫୫ ପ୍ରତିଶତ
  • ||
  • ରାଉରକେଲା : ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ରାଜ୍ୟରେ ବଢୁଛି କରୋନା ଗ୍ରାଫ୍, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୦୧ କୋଭିଡ୍ ପଜିଟିଭ୍
  • ||
  • ଘରୋଇ ଗ୍ୟାସ୍ ସିଲିଣ୍ଡର ହେଲା ମହଙ୍ଗା, ସିଲିଣ୍ଡର ପିଛା ବଢିଲା ୫୦ ଟଙ୍କା
  • ||
  • ଷ୍ଟିଲ ସିଟିରେ ୩୧୧ କୋଟିର GST ଠକେଇ, ବନ୍ଧାହେଲେ ୫ ବ୍ୟବସାୟୀ
  • ||
  • ଭୁବନେଶ୍ୱର : ରଶ୍ମିରେଖାଙ୍କ ପୁରୁଷବନ୍ଧୁଙ୍କ ଆତ୍ମହତ୍ୟା, ରାଉରକେଲାରୁ ମିଳିଲା ଝୁଲନ୍ତା ମୃତଦେହ
  • ||

୧୫ ଦିନ ପରେ ସରିଲା ଅପରେସନ ଗୁମ୍ମା ପଥର କ୍ୱାରୀ ; ଉଦ୍ଧାର ହେଲା ୨ ଜେସିବି ଅପରେଟରଙ୍କ ମୃତଦେହ

15/06/2018 at 6:57 AM

୧୫ ଦିନ ପରେ ସରିଲା ଅପରେସନ ଗୁମ୍ମା ପଥର କ୍ୱାରୀ ; ଉଦ୍ଧାର ହେଲା ୨ ଜେସିବି ଅପରେଟର ସଞ୍ଜୟ ଦାସ ଓ ଘନଶ୍ୟାମ ଗୁରୁଙ୍କ ମୃତଦେହ … ଉଦ୍ଧାର କାର୍ଯ୍ୟ ସାରିବା ପରେ ଆକ୍ସନ ମୋଡ଼କୁ ଆସିଛି ପ୍ରଶାସନ …. ଅଘଟଣର ତଦନ୍ତ କରି ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି କୋରାପୁଟ ଜିଲ୍ଲାପାଳ ସୂଚନା ଦେଇଛନ୍ତି …. ସାଇଟ ମ୍ୟାନେଜରଙ୍କୁ ଅଟକ ରଖି ପଚରାଉଚୁରା କରୁଛି ପୋଲିସ ….

   Related Posts