Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ୱାଧିନତା ଦିବସ ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା, ପ୍ରତିଟି ଭାରତୀୟ ପାଇଁ ଗୌରବର ମୁହୂର୍ତ୍ତ
  • ||
  • ‘ଦୁନିଆରେ ହଜାରେ ବାଘ, କିନ୍ତୁ ଦ୍ରାବିଡ…’ : ଟିମ୍ ଇଣ୍ଡିଆର କୋଚ୍‌ଙ୍କୁ ନେଇ ଟେଲରଙ୍କ ବଡ ବୟାନ
  • ||

ଏବେ ହୀରାକୁଦରେ ଖୋଲିଲା ଆଉ ଦୁଇଟି ଗେଟ୍

18/08/2019 at 11:53 AM

ସମ୍ବଲପୁର ୧୮/୮: ହୀରାକୁଦରେ ଏବେ ଆଉ୨ଟି ଗେଟ୍ ଖୋଲା ହୋଇ ମୋଟ୍ ୭ଟି ଗେଟ୍  ଖୋଲା ହେଲା। ଏବେ ୭ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିବ। ପୂର୍ବରୁ ୫ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଥିଲା। ଏବେ ଜଳଭଣ୍ଡାରର ଜଳଧାରଣ କ୍ଷମତା ୬୩୦ ଫୁଟ। ବାମ ପାର୍ଶ୍ବରେ ୫ ଓ ଦକ୍ଷିଣ ପାର୍ଶ୍ବରେ ୨ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ଜାରି ରହିଛି ।

   Related Posts