Showcase2022
Showcase2022
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

୧୬ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା, କଣ୍ଟେନର୍‌ ଧକ୍କାରେ ଦୁଇ ମୃତ

24/10/2022 at 10:45 PM

ଭଦ୍ରକ, ୨୪।୧୦: ୧୬ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା ଘିଟିଛି । ବାଇକକୁ ଏକ କଣ୍ଟେନର ଧକ୍କା ଦେଇଛି । ଫଳରେ ଏହି ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଜାତୀୟ ରାଜପଥର ଗେଲପୁର ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ମୃତକଙ୍କ ପରିଚୟ ମିଳିପାରି ନଥିବା ବେଳେ ଦୁର୍ଘଟଣାସ୍ଥଳରେ ରାସ୍ତା ରୋକ କରିଛନ୍ତି ଉତ୍ତ୍ୟକ୍ତ ଲୋକେ । ପୋଲିସ ସେମାନଙ୍କୁ ବୁଝାସୁଝା କରୁଥିଲେ ମଧ୍ୟ ରାସ୍ତା ଉପରୁ ସେମାନେ ହଟୁ ନାଥିବା ଜଣାପଡ଼ିଛି ।

   Related Posts