ଭଦ୍ରକ, ୨୪।୧୦: ୧୬ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା ଘିଟିଛି । ବାଇକକୁ ଏକ କଣ୍ଟେନର ଧକ୍କା ଦେଇଛି । ଫଳରେ ଏହି ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଜାତୀୟ ରାଜପଥର ଗେଲପୁର ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ମୃତକଙ୍କ ପରିଚୟ ମିଳିପାରି ନଥିବା ବେଳେ ଦୁର୍ଘଟଣାସ୍ଥଳରେ ରାସ୍ତା ରୋକ କରିଛନ୍ତି ଉତ୍ତ୍ୟକ୍ତ ଲୋକେ । ପୋଲିସ ସେମାନଙ୍କୁ ବୁଝାସୁଝା କରୁଥିଲେ ମଧ୍ୟ ରାସ୍ତା ଉପରୁ ସେମାନେ ହଟୁ ନାଥିବା ଜଣାପଡ଼ିଛି ।
ରାଜ୍ୟ କଂଗ୍ରେସକୁ ଦୃଢ଼ ନେତୃତ୍ୱ ମିଳିଲା, ଦଳ ଆଗକୁ ଆ...
