AKK 2023
Hari omm 2
AKK2023
hari om films
WEB_F-8
HARI-OMM_728X90_B
WEB_F-9
Showcase2022
hari om films
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହିପିଣ୍ଡା ସଂରକ୍ଷିତ ଜଙ୍ଗଲରେ ଦନ୍ତା ମୃତଦେହ ଠାବ, ହାତୀକୁ ମାରି ନେଇଗଲେ ଦାନ୍ତ
  • ||
  • MKCG ମେଡିକାଲ ମୁଖ୍ୟ ଫାଟକ ସମ୍ମୁଖରେ ଦୁର୍ଘଟଣା: ସ୍କୁଟି-କାର୍ ମୁହାଁମୁହିଁ ଧକ୍କା, ଦୁଇ ମୃତ
  • ||
  • ଭୁବନେଶ୍ୱର: ରାତିରେ ପାରଦ କମିବ ଓ ଶୀତ ବଢ଼ିବ, ଦିନରେ ସ୍ୱାଭାବିକଠାରୁ ଅଧିକ ରହିବ ତାପମାତ୍ରା
  • ||
  • ତୋଲକୋଇ: ଦନ୍ତା ଆକ୍ରମଣରେ ହାତୀଛୁଆର ମୃତ୍ୟୁ, ଜଙ୍ଗଲରେ ପଡିଛି ମୃତଦେହ
  • ||

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲା, ପୂର୍ବତନ ଯୋଜନା ସହାୟକଙ୍କୁ ୨ ବର୍ଷ ଜେଲ୍‌

19/12/2022 at 9:44 PM

ବ୍ରହ୍ମପୁର, ୧୯।୧୨: ବ୍ରହ୍ମପୁର ଉନ୍ନୟନ କତ୍ତୃପକ୍ଷର ପୂର୍ବତନ ଯୋଜନା ସହାୟକ ବେଣୁଧର ଦଳବେହେରା ଭିଜିଲାନ୍ସ ସ୍ସତନ୍ତ୍ର କୋର୍ଟ ଦ୍ୱାରା ଦଣ୍ଡିତ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି । ଦୁଇ ବର୍ଷ ଜେଲ ସହ ୫ ହଜାର ଟଙ୍କା ଜରିମାନା ଦଣ୍ଡ ଶୁଣାଇଛନ୍ତି ସ୍ୱତନ୍ତ୍ର ଭିଜିଲାନ୍ସ ଜଜ୍‌ ବ୍ରହ୍ମପୁର ।

   Related Posts