previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶୁକ୍ରବାର ବଜାର ମାନ୍ଦା, ଲାଲ୍ ରଙ୍ଗରେ ଖୋଲିଲା ନିଫ୍ଟି ଓ ସେନସେକ୍ସ
  • ||
  • ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୧୬୫୬୧ କରୋନା ପଜିଟିଭ୍
  • ||
  • ଆଜି ମୟୂରଭଞ୍ଜ ଯିବେ ମୁଖ୍ୟମନ୍ତ୍ରୀ, ବୃହତ ଜଳସେଚନ ପ୍ରକଳ୍ପର କରିବେ ଲୋକାର୍ପଣ
  • ||
  • ବିପୁଳ ପରିମାଣର କାଠ ଜବତ, ବିଳମ୍ବିତ ରାତିରେ ହେଉଥିଲା ଚାଲାଣ
  • ||
  • କାଶ୍ମୀର ଘାଟି ଅଶାନ୍ତ, ପୁଣି ପ୍ରବାସୀ ଶ୍ରମିକଙ୍କୁ ଗୁଳି କରି ହତ୍ୟା କଲେ ଆତତାୟୀ
  • ||
  • ଆଣବିକ ଦସ୍ତାବିଜ ପାଇଁ ଟ୍ରମ୍ପଙ୍କ ଘରେ ହୋଇଥିଲା ଚଢଉ : ସାମ୍ନାକୁ ଆସିଲା ବଡ ତଥ୍ୟ
  • ||
  • ଭାରତ ବିପକ୍ଷ ସିରିଜ୍ ପୂର୍ବରୁ ଦମ୍ ଦେଖାଇଲା ଜିମ୍ବାଓ୍ୱେ, ଟିମ୍ ଇଣ୍ଡିଆକୁ କଲା ସତର୍କ
  • ||

୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍, କେଉଁଠୁ ଆସିବ କେତେ ଅର୍ଥ

2/07/2022 at 6:48 PM

ଭୁବନେଶ୍ଵର: ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି ରାଜ୍ୟ ସରକାର। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨ ଲକ୍ଷ କୋଟିର ବଜେଟ୍ ଉପସ୍ଥାପନ କରିଛନ୍ତି। ରାଜସ୍ୱ ପ୍ରାପ୍ତିରୁ ୧ ଲକ୍ଷ ୬୩ ହଜାର ୯୬୭ କୋଟି ଟଙ୍କା ଏବଂ ଅନ୍ୟାନ୍ୟ ବାବଦରୁ ୩୬ ହଜାର ୩୩ କୋଟି ଟଙ୍କା ବୟ ବରାଦ ହୋଇଛି । ପ୍ରଶାସନିକ ବ୍ୟୟ ୭୪ ଲକ୍ଷ ୨୬୧ କୋଟି ଟଙ୍କା ଅଟକଳ କରାଯାଇଛି। କାର୍ଯ୍ୟକ୍ରମ ବ୍ୟୟ  ୧ ଲକ୍ଷ କୋଟି ଟଙ୍କା ରହିଛି । 

କେଉଁଠୁ ଆସିବ କେତେ ଅର୍ଥ …..

ରାଜସ୍ୱ ପ୍ରାପ୍ତିରୁ ୧ ଲକ୍ଷ ୬୩ ହଜାର ୯୬୭ କୋଟି ଟଙ୍କା । ଋଣ ଓ ଅନନ୍ୟ ବାବଦରୁ ୩୬୩୩ କୋଟି ଟଙ୍କା ଆସିବ।

  • କେନ୍ଦ୍ରୟ ଟିକସରୁ ଆସିବ ୩୬୯୭୮ କୋଟି।
  • ରାଜ୍ୟର ନିଜସ୍ଵ ଟିକସରୁ ଆସିବ ୪୬୦୦୦ କୋଟି।
  • ନିଜସ୍ଵ ଅଣ ଟିକସ ବାବଦକୁ ୪୮୨୦୦ କୋଟି ଟଙ୍କା  ରହିଛି ।
  • କେନ୍ଦ୍ର ଅନୁଦାନ ବାବଦକୁ ୩୨୭୮୯ କୋଟି ଟଙ୍କା ରହିଛି।
  • ରାଜସ୍ୱ ପ୍ରାପ୍ତିରୁ ଏକ ଲକ୍ଷ ୬୩ ହଜାର ୯୬୭ କୋଟି ଟଙ୍କା ଏବଂ ଅନ୍ୟାନ୍ୟ ବାବଦରୁ ୩୬ ହଜାର ୩୩ କୋଟି ଟଙ୍କା ।

   Related Posts