ଆସନ୍ତାକାଲିର ରାଶିଫଳ, ଭୋଗ ବିଳାସରେ ଦିନ ବିତାଇ ପାରନ୍ତି, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | April 19, 2022 IST

ମେଷ– ଆଜି ବିଶ୍ରାମହୀନ କାମ କରିବାକୁ ପଡିପାରେ । ସାଧାରଣ କଥାରେ ଭୁଲ୍ ବୁଝାମଣା କରଣରୁ ବନ୍ଧୁବାନ୍ଧବ, ସହକର୍ମୀଙ୍କ ସହିତ କଳହର ସମ୍ଭାବନା ଦେଖା ଦେଇପାରେ ।ସାଧାରଣ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ-ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ବୃଷ – ଘରେ ଅସାବଧାନତାବଶତଃ ମୂଲ୍ୟବାନ ଦ୍ରବ୍ୟ ନଷ୍ଟ ହେବ । ଅଯାଚିତ ଭାବରେ ପଡୋଶୀଙ୍କ ସାହାର୍ଯ୍ୟ ଓ ସହ-ଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିପାରନ୍ତି । ନିଜେ କରିଥିବା କାର୍ଯ୍ୟର ସମୀକ୍ଷା କରିପାରନ୍ତି । ଯୁଗ୍ମ ବ୍ୟବସାୟରୁ ସାମାନ୍ୟ ଲାଭ ମିଳିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।
ଚାଷୀ-ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ-ନୂଆ ଡିଲ୍ ମିଳିବ ।

ମିଥୁନ - ବନ୍ଧୁ ମିଳନ ସଙ୍ଗକୁ ନୂତନ ବନ୍ଧୁ ସମ୍ପର୍କ ଯୋଡିବା ପାଇଁ ଚେଷ୍ଟା କରିପାରନ୍ତି । ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ବିଷ୍ପତ୍ତି ନେବେ । ବନ୍ଧୁ ମିଳନରେ ବିଶେଷ ଉପକୃତ ହେବେ । ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ଆବଶ୍ୟକ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
କର୍ମଜୀବି-କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ-କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ –ଯେଉଁ ଆଶା ନେଇ ଅନ୍ୟମାନଙ୍କ ପାଇଁ କିଛି କରିବେ ପ୍ରତିବଦଳରେ କିଛି ପାଇବେ ନାହିଁ । କର୍ମକ୍ଷେତ୍ରରେ କୌଣସି ଶୁଭ ଖବର ମନକୁ ଆମୋଦିତ କରିବାର ଆଶା ରହିଛି । ମନରେ ଉଦ୍‌ବେଗ ଜାତ ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

ସିଂହ –ଯେତେ ମନଧରି କାମ କଲେ ମଧ୍ୟ ନିକଟସ୍ଥ ବ୍ୟକ୍ତି ସମାଲୋଚନା କରିପାରନ୍ତି । ତରବରିଆ କାମରେ ସତର୍କ ନ ରହିଲେ ଗୋଡରେ ଆଘାତ ଲାଗିପାରେ । ନିଜ ଲୋକମାନଙ୍କ ଠାରୁ ମଧ୍ୟ ସମାଲୋଚିତ ହେବାର ଆଶଙ୍କା ରହିଛି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଚାଷୀ-କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି-ସମ୍ମାନିତ ହେବେ ।
ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା –ମନରେ ସନ୍ଦେହ ଜାତ ହେବା କାରଣରୁ ଅନ୍ୟ କଥାକୁ ସହଜରେ ଗ୍ରହଣ କରିପାରିବେ ନାହିଁ । ଅବଶୟ ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି, ତତାହା ବିଳମ୍ବିତ ସମୟରେ ନିଶ୍ଚୟ ପାଇବେ । ଆୟ ଆଶାନୁରୂପ ହେବ । । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।
ଚାଷୀ-ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି-ଅର୍ଥ ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ତୁଳା –ଆଦୌ ଚିନ୍ତା କରନ୍ତୁ ନାହିଁ, ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାର୍ଯ୍ୟ କରିବେ । ଭୋଗବିଳାସରେ ବନ୍ଧୁଙ୍କ ହସ୍ତକ୍ଷେପ ଫଳରେ ବାଧାବିଘ୍ନ ଘଟିପାରେ । କର୍ମକ୍ଷେତ୍ର ଓ ଆନୁଷ୍ଠାନିକ କାମରେ ଦ୍ରୁତିନ୍ନତି ପରିଲକ୍ଷିତ ହେବ । ଚଞ୍ଚଳମନା ହେବେ । ଶୁଭ ରଙ୍ଗ ଲାଲ୍ ।ଶୁଭ ଅଙ୍କ ୮ ।
ଚାଷୀ- କାର୍ଯ୍ୟ ମନ୍ଥର ହେବ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି-ପ୍ରଶଂସିତ ହେବେ ।
ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ-ସୁଖୀ ହେବେ ।

ବିଛା –ଆଜି ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି, ସବୁ ସୁବିଧାରେ ସମ୍ପନ୍ନ ହେବ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସହାୟତା ଲାଭ କରି ଆଶ୍ୱସ୍ତି ଲାଭ କରିବେ । । ଧର୍ମାତ୍ମା ଓ ଭାଗ୍ୟଶାଳୀ ହେବେ । ଭୋଗ ବିଳାସରେ ଦିନ ବିତାଇ ପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି-ଅର୍ଥ ହାନୀ ହେବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ-ଧାର୍ମିକ ହେବେ ।

ଧନୁ –ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ହେତୁ ମନ ବିଚଳିତ ରହିପାରେ । ବନ୍ଧୁଙ୍କ ସଦ୍‌-ବାବ ଓ ସହକର୍ମୀଙ୍କ ସହ-ଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ୱିତ କରିବ । କାର୍ଯ୍ୟରେ ସଫଳତା ଲାଭ କରିବେ । ଯଶସ୍ୱୀ ଓ ବଂଶ ମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଗୃହିଣୀ-ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଅଳସୁଆ ପ୍ରବୃତ୍ତିହେବେ ।
ରୋଗୀ- ୟୋଗା କରନ୍ତୁ ।
ଚାଷୀ- କ୍ଳାନ୍ତି ଅନୁଭବ କରିବେ ।

ମକର –ଦୀର୍ଘଦିନ ହେଲା ବାବୁଥିବା କାମଟି ଆଜି ବାସ୍ତବରେ କରିପାରିବେ ନାହିଁ । ବିଶେଷ ଭାବରେ ମାନସିକ ଅବସାଦ ୍େ‌ାଗୁ କୋନସି କାମ ଉତ୍ସାହପ୍ରଦ ହେବ ନାହିଁ । ବନ୍ଧୁଙ୍କ ଠାରୁ କିଛି ମିଥ୍ୟା ଗୁଜବ ଶୁଣିବା ପରେ ମନରେ ବିଭିନ୍ନ ଦୁଶ୍ଚିନ୍ତା ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ଗ୍ରିନ୍ । ଶୁଭ ଅଙ୍କ ୪ ।
ଚାଷୀ- କାର୍ଯ୍ୟ ମନ୍ଥର ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।

କୁମ୍ଭ - ଆଜି ପରିବାରରୁ ପୂର୍ଣ୍ଣ ସହ-ଯୋଗ ଓ ସମର୍ଥନ ଲାଭ କରି ଗୁରୁତ୍ୱପୂର୍ଣ୍ଣ କାମ ହାସଲ କରିବେ । ବନ୍ଧୁଙ୍କ କାର୍ଯ୍ୟକଳାପକୁ ନେଇ ଭାବପ୍ରବଣତା ଯୋଗୁ ମନୋବଳ ହ୍ରାସ ପାଇବ । ମିତ୍ର ସୁଖ ଲାଭ ଓ ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି-କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ମୀନ - ଦୀର୍ଘ ଦିନର ସୁପରିକଳ୍ପିତ ଯୋଜନା ମୁତାବକ କାର୍ଯ୍ୟରେ ସଫଳତା ପାଇବେ । ପାରିବାରିକ ସ୍ତରରେ ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ । ଚୌର ଭୟ ଥିବାରୁ ସତର୍କତା ଏକାନ୍ତ ଜରୁରୀ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୬ ।
ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଆୟୁର୍ବେଦ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି-କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.