scan steel
web-baneer-728x90
WhatsApp Image 2023-12-06 at 12.52.17
728x90-banner-17.2.24jpg
Untitled-1 copy (1)
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online, Odisha News, khabar odisha,news in oriya

ପାଟଣା ରେଞ୍ଜରେ ୨୨ଟିକିଆ ହାତୀପଲଙ୍କ ଉପଦ୍ରବ, ବ୍ୟାପକ ଧନସମ୍ପତ୍ତି ନଷ୍ଟ

29/07/2023 at 10:45 AM

ପାଟଣା ୨୯।୦୭ : କେନ୍ଦୁଝର ଜିଲ୍ଲା ଚମ୍ପୁଆ ରେଞ୍ଜରେ ହାତୀପଲଙ୍କ ଉପଦ୍ରବ । ଚମ୍ପୁଆ ରେଞ୍ଜରେ ୨୨ଟିକିଆ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି । ଚିନ୍ତାରେ ସ୍ଥାନୀୟଲୋକେ ।

ଖବର ଅନୁଯାୟୀ, ବିଳମ୍ବିତ ରାତିରେ ହାତୀପଲ କରଞ୍ଜିଆ ରେଞ୍ଜରୁ ଆସି ପଦ୍ମପୁର ନିକଟରେ ବୈତରଣୀ ନଦୀ ପାର ହୋଇ ଚମ୍ପୁଆ ରେଞ୍ଜରେ ପଶିଥିଲେ। ରେଙ୍ଗାଳଗୋଡା ଗାଁରେ ଭରତ ଚନ୍ଦ୍ର ମହାନ୍ତଙ୍କ ଘର ଭାଙ୍ଗିବା ସହ ଧାନ ଚାଉଳ ଖାଇ ନଷ୍ଟ କରି ଦେଇଛନ୍ତି l ଘର ଭିତରେ ପରିବାର ଲୋକେ ଶୋଇଥିବା ବେଳେ ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତୀ ଯାଇଛନ୍ତି l ହାତୀପଲ ପୁଣି ବୈତରଣୀ ନଦୀ ପାର ହୋଇ କରଞ୍ଜିଆ ରେଞ୍ଜକୁ ପଳାଇଛନ୍ତି l

   Related Posts