କଟକରେ ୨୩ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ଗିରଫ
23/01/2023 at 6:14 PM

କଟକ: କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ଦ୍ଵାରା ୨୩ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ। ଗଞ୍ଜେଇ ଚୋରାଚାଲାଣ ଅଭିଯୋଗରେ ତିନି ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ। ଫୁଲବାଣୀରୁ କଲିକତା ଚାଲାଣ ବେଳେ କଟକ ବିଭିନ୍ନ ସ୍ଥାନରୁ ଜବତ କଲା ଅବକାରୀ ବିଭାଗ।
Related Posts
ବୁଦ୍ଧଖୋଲ ମହୋତ୍ସବ ଉଦଯାପିତ; ଲୋକନୃତ୍ୟରେ ଦୁଲୁକିଲା ମଞ୍ଚ
30 January 2023
ବିଦ୍ୟୁତ୍ ଆଘାତରେ ରାଜମିସ୍ତ୍ରୀଙ୍କ ମୃତ୍ୟୁ
30 January 2023
ନୀଳଗିରି ରାସ୍ତାରେ ବୁଲୁଛି ଭାଲୁ; ଭୟଭୀତ ସ୍ଥାନୀୟ ଲୋକେ
30 January 2023